Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଋଷି ମଳ ପର୍ବତ ରେ ପ୍ରକୃତି ଶିବିର ର ଆୟୋଜନ |

20-Mar-2026

ଋଷିମାଳ ପର୍ବତରେ ପ୍ରକୃତି ଶିବିରର ଆୟୋଜନ

ଓଡିଶା ଜନମତ, ବାଲିଗୁଡା, ତା, ୨୦/୦୩ : 

ସଞ୍ଜୟ କୁମାର ପାଣିଗ୍ରାହୀ: ----

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ସ୍ଥିତ ନୋଡାଲ ଉଚ୍ଚ ବିଦ୍ୟାଳୟର ଛତ୍ରଛାତ୍ରୀ ମାନଙ୍କୁ ନେଇ ତମାଙ୍ଗି ଗ୍ରାମ ନିକଟସ୍ଥ ଋଷିମାଳ ପର୍ବତରେ ଶିକ୍ଷାନୁଷ୍ଠାନ ତରଫରୁ ଏକ ପ୍ରକୃତି ଶିବିରର ଆୟୋଜନ ହୋଇଯାଇଥିଲା। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ସେଣ୍ଟର ଫର ଏନଭାଇରନମେଣ୍ଟାଲ ଷ୍ଟଡିସ ର ସହେଯାଗ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଷାଠିଏ ଛାତ୍ର ଛାତ୍ରୀ ଙ୍କ ସହ ଅଭିଭାବକ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ମାନେ ଉପସ୍ଥିତ ଥିଲେ ।ପ୍ରାକୃତିକ ଶୋଭା ରେ ଭରପୁର ଓ ଋଷିକୁଲ୍ୟା ନଦୀର ଉତ୍ପତ୍ତିସ୍ଥଳ ଭାବରେ ପରିଚିତ ଏହି ସ୍ଥାନରେ ପରିବେଶବିତ୍ ତଥା ବ୍ରାହ୍ମଣୀ ଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କୃପାସିନ୍ଧୁ ସିଂ ଶିକ୍ଷାର୍ଥୀଙ୍କୁ ପ୍ରକୃତି ଓ ପରିବେଶ ସୁରକ୍ଷାର ଗୁରୁତ୍ୱ ବିଷୟରେ ସଚେତନ କରାଇଥିଲେ। ସ୍ଥାନୀୟ ଅଧିବାସୀଙ୍କ ଗହଣରେ ପିଲାମାନେ ମହାବାରୁଣିଙ୍କ ଆଧ୍ୟାତ୍ମିକ ମହତ୍ତ୍ୱ ଏବଂ ଏହାର ଅତୀତ ପରମ୍ପରା ସମ୍ପର୍କରେ ଅବଗତ ହୋଇଥିଲେ । ନିକଟସ୍ଥ ଜଙ୍ଗଲକୁ ଯାଇ ଲୁପ୍ତପ୍ରାୟ ବାଦୁଡି ଙ୍କର ପ୍ରକାରଭେଦ,ପରିସଂସ୍ଥା, ପରିବେଶରେ ଗୁରୁତ୍ୱ ଓ ବର୍ତମାନ ସମୟରେ ଏହାର ବିଲୁପ୍ତିର କାରଣକୁ ବୁଝିଥିଲେ । ପ୍ରଧାନଶିକ୍ଷକ ଶ୍ୟାମସୁନ୍ଦର ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ସହେଯାଗ କରିଥିଲେ ।

News Comment

You Might Also Like

BACK TO TOP