Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ମାର୍ଚ୍ଚ 31 ସୁଦ୍ଧା କନ୍ଧମାଳ ଜିଲ୍ଲା ମାଓମୁକ୍ତ ହେବ ବୋଲି ୱାଇ ବି ଖୁରାନିଆ ଙ୍କ ସୂଚନା |

20-Mar-2026

ମାର୍ଚ୍ଚ ୩୧ ସୁଦ୍ଧା ସମଗ୍ର କନ୍ଧମାଳ ହେବ ମାଓମୁକ୍ତ : ସମଗ୍ର ଜଙ୍ଗଲ ରେ ଚାଲିଛି ମାଓ ଅପରେସନ: ୱାଇ.ବି. ଖୁରାନିଆ

ଓଡିଶା ଜନମତ, କନ୍ଧମାଳ, ତା, ୨୦/୦୩:

ସଞ୍ଜୟ କୁମାର ପାଣିଗ୍ରାହୀ:--

ମାର୍ଚ୍  ରାୟଗଡ଼ା-କଳାହାଣ୍ଡି-କନ୍ଧମାଳ ଜଙ୍ଗଲ ସୀମାନ୍ତିରେ ମାଓ ନେତା ଶୁକ୍ରୁକୁ ଘେରି ରହିଛି ସୁରକ୍ଷା ବାହିନୀ । ଚାଲିଛି ଜୋରଦାର୍ ଅପରେସନ । ଆସନ୍ତା ୩୧ ତାରିଖ ସୁଦ୍ଧା ଓଡିଶାରୁ ନିପାତ ହେବେ ମାଓବାଦୀ । ହାର୍ଡକୋର୍ ଶୁକ୍ରୁ ଠାରେ ହିଁ ଶେଷ ହେବ ମାଓ ଅପରେସନ । ମାଓ ଅପରେସନ ଏବେ ଶେଷ ପର୍ଯ୍ୟାୟରେ ବୋଲି ସୂଚନା ଦେଇଛନ୍ତି ଡିଜିପି ୱାଇ.ବି. ଖୁରାନିଆ । ସେପଟେ ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ । ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ । ହିଂସା ଛାଡି ଅହିଂସାର ରାସ୍ତା ଆପଣାଅ । ନହେଲେ ଯେ ସାକୁ ତେସା ନୀତି ଆପଣାଇବା ଓଡିଶା ପୋଲିସ । କେନ୍ଦ୍ର ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ମାଓ ଦମନ ଅଭିଯାନର ସମୟସୀମା ମାର୍ଚ୍ଚମାସ ୨୦୨୬ ରେ ସରିବାକୁ ଯାଉଥିବାବେଳେ ମାଓ ଅପରେସନକୁ ଆହୁରି ଜୋରଦାର କରାଯାଇଛି। ସରକାରଙ୍କ ପକ୍ଷରୁ ଯେଉଁ ପୁନର୍ବାସ ଯୋଜନା କରାଯାଇଛି ତାର ଫାଇଦା ନେବାକୁ ଅପିଲ କରିଛନ୍ତି ପୋଲିସ ଡିଜି । ଏହାସହ ହତିୟାର ନେଇ ଆତ୍ମସମର୍ପଣ କଲେ ମିଳିବ ସରକାରୀ ସହାୟତା । କିନ୍ତୁ ହିଂସା ପଥ ଆପଣାଇଲେ ପରିସ୍ଥିତି ଭୟଙ୍କର ହେବ ବୋଲି ଚେତାବନୀ ଦେଇଛନ୍ତି ଡିଜିପି ୱାଇ.ବି. ଖୁରାନିଆ ।

News Comment

You Might Also Like

BACK TO TOP