Breaking News

ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||     

ବାଲିଗୁଡା ରେ ଗ୍ୟାସ ସମସ୍ୟା, ଅଧିକାଂଶ, ହୋଟେଲ, ଫାଷ୍ଟଫୁଡ ଦୋକାନ ବନ୍ଦ, ଲୋକେ ଆସନ୍ତୁଷ୍ଟ ||

20-Mar-2026

ବାଲିଗୁଡା ରେ  ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ, ଚା ` ଦୋକାନ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଓଡିଶା ଜନମତ,ବାଲିଗୁଡା, ତା, ୨୦/୦୩ :--

ସଞ୍ଜୟ କୁମାର ପାଣିଗ୍ରାହୀ: --

କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ  କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି । ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡ଼ିଛି। ଏଥିସହ ଗ୍ୟାସ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଗୋଟେ ସିଲିଣ୍ଡରକୁ ୧୭ ଶହ ଟଙ୍କାରୁ ୨ ହଜାର ଟଙ୍କାରେ କିଣୁଛନ୍ତି ଲୋକେ। ଅନ୍ୟପଟେ ଏହି ଜାଳେଣି ଗ୍ୟାସ ମିଳୁ ନ ଥବା ଯୋଗୁଁ  ସହରର ଅଧାରୁ ଅଧିକ ଫାଷ୍ଟଫୁଡ୍‌ ଦୋକାନ ଓ ହୋଟେଲ, ଚା ` ଦୋକାନ ଆଦି ବନ୍ଦ ରହୁଥିବା ଦେଖିବାକୁ ମିଳିଛି। ଜଣେ ହିତାଧିକାରୀଙ୍କୁ ଗୋଟେ ଖାତା ପିଛା ୨୫ ଦିନ ବ୍ୟବଧାନରେ ଗୋଟିଏ ମାତ୍ର ସିଲିଣ୍ଡର ମିଳବ ବୋଲି ସରକାର ଘୋଷଣା କରିଥିବାରୁ ଖାଉଟି ମହଲରେ ଭାଳେଣି ପଡ଼ିଲାଣି l ଏଥି ପ୍ରତି ଯୋଗାଣ ବିଭାଗ ଦୃଷ୍ଟି ଦେବାକୁ ଦାବୀ ହୋଇଛି l

News Comment

You Might Also Like

BACK TO TOP