Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତ ନିର୍ଦ୍ଦୋଷ ରେ ଖଲାସ |

21-Mar-2026

ଦୁଷ୍କର୍ମ ଅଭିଯୁକ୍ତ ନିର୍ଦ୍ଦୋଷ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ | 

ଗତ ୫ ବର୍ଷ ପୁର୍ବେ ବ୍ରହ୍ମପୁର ଟାଉନ ଥାନା ରେ ନାବାଳିକା ନିରୁଦିଷ୍ଟ ମାମଲା ପରିବାର ତରଫରୁ ରୁଜ୍ଜୁ ହୋଇଥିଲା। ପୋଲିସ ତଦନ୍ତ ପରେ ଜଣାପଡିଲା ଯେ ସଦର ଥାନା ଅନ୍ତର୍ଗତ ଚଣ୍ଡିପଦର ଗ୍ରାମର ବିକ୍ରମ ଦାସ ନାମକ ଜଣେ ଯୁବକ ନିଖୋଜ ନାବାଳିକା କୁ ଆନ୍ଧ୍ର ପ୍ରଦେଶର ବିଶାଖାପାଟଣା ରେ ରଖିଛି। ପୋଲିସ ଉଭୟଙ୍କ କାବୁ କରି ବ୍ରହ୍ମପୁର ଆଣିଥିଲେ ଓ ନାବାଳିକା ର ବୟାନ୍ କୁ ନେଇ ବିକ୍ରମ ନାମରେ ଦୁଷ୍କର୍ମ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିଲେ। ପରବର୍ତ୍ତୀ ସମୟରେ ବିକ୍ରମ ଜାମିନ ରେ ମୁକଳିଥିଲା। ଏହି ମାମଲାରେ ମାନ୍ୟବର ଅଦାଲତ ୧୧ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରି ଉପଯୁକ୍ତ ପ୍ରମାଣ ଅଭାବରୁ ଅଭିଯୁକ୍ତ ବିକ୍ରମ କୁ ନିର୍ଦୋଷରେ ଖଲାସ କରିଛନ୍ତି।

News Comment

You Might Also Like

BACK TO TOP