Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ବାଲିଗୁଡା ରେ ତେର ଦଣ୍ଡ ମିଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ||

22-Mar-2026

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନର ପ୍ରାକ ପ୍ରସ୍ତୁତି ବୈଠକ 
: ୧୩ ଦଣ୍ଡ ଥଳ ଅଧିକାରୀଙ୍କ ସମ୍ମତି ପ୍ରକାଶ

ଓଡିଶା ଜନମତ,ବାଲିଗୁଡ଼ା, ତା, ୨୨/୦୩: 

ସଞ୍ଜୟ କୁମାର ପାଣିଗ୍ରାହୀ: --

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ଆୟୋଜନ ହେବ l ଏହି ପରିପ୍ରେକ୍ଷୀରେ ସମିତି ର ମୁଖ୍ୟ ପରିଚାଳକ ରାଜ କିଶୋର ଦାସ ଙ୍କ ଆବାହକତ୍ୱରେ ଏକ ମିଳିତ ପ୍ରାକ ପ୍ରସ୍ତୁତି ବୈଠକ ସ୍ଥାନୀୟ ମା `ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଥିବା ପଞ୍ଚୁଦଣ୍ଡ ପରିଚାଳନା ସମିତି ର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l  ଏ ନେଇ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବ୍ୟାପକ ପ୍ରସ୍ତୁତି ଆଗେଇ ଚାଲିଛି l ସମିତି ର ସମସ୍ତ କର୍ମକର୍ତ୍ତା ଙ୍କୁ ବିଭିନ୍ନ ବିଭାଗ ର ବିଭିନ୍ନ ଦାୟିତ୍ୱ ବଣ୍ଟନ କରାଯାଇଛି l ଗୋଟିଏ ଗୋଟିଏ ବିଭାଗରେ ୫ ଜଣ ଲେଖାଏଁ ସଦସ୍ୟ ଙ୍କୁ ବଛାଯାଇ ନିଜ ନିଜର ଦାୟିତ୍ୱ କିପରି ସୁଚାରୁ ରୂପେ ସମ୍ପାଦନ କରିବେ ସେ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆଗେଇ ଚାଲିଛି l ଚଳିତ ବର୍ଷ ତେର ଶମ୍ଭୁ ଯାତ୍ରା ରେ ବାଲିଗୁଡ଼ା, ଦଣ୍ଡପଦର, ବାଟାଗୁଡ଼ା, ବାରଖମା, କତେରୀଭଟ୍ଟା, ସିଟୁପଡ଼ି, ଡାକା, ରୁତୁଙ୍ଗିଆ, ବାଲିଗାଡ଼ା, ବେନାରବାହାଲ , ମଳିକ ଗାଁ (ଲାଇନ୍‌ପଡ଼ା), ଘୋଡ଼ାପଥର (ଖଜୁରୀପଡ଼ା), ଗ୍ରୀନ୍‌ବାଡ଼ି (ଦାରିଙ୍ଗବାଡ଼ି) ଅଞ୍ଚଳ ର ଦଣ୍ଡ ଥଳ ଯୋଗ ଦେବା ପାଇଁ ସମସ୍ତ ଦଣ୍ଡ ଯାତ୍ରା ର ଅଧିକାରୀ ମାନେ ଏହି ବୈଠକ ରେ ଉପସ୍ଥିତ ରହି ସମ୍ମତି ପ୍ରକାଶ କରିଛନ୍ତି l ଏଥିରେ ସମିତି ର ସମସ୍ତ ସଦସ୍ୟ ତଥା ବିଭିନ୍ନ ବିଭାଗ ରେ ମୁଖ୍ୟ ଭାବେ ଥିବା ସମସ୍ତ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP