Breaking News

ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||     

ବେଗୁନିଆପଡା ବ୍ଲକରେ ଜିଲ୍ଲପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଅଭିଯୋଗ ଶୁଣାଣି ଶିବିର |

23-Mar-2026

ବେଗୁନିଆପଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଅଭିଯୋଗ ଶୁଣାଣି ଶିବିର 

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ,

ବେଗୁନିଆପଡା ବ୍ଲକରେ ସୋମବାର ଦିନ ଗଞ୍ଜାମ  ଜିଲ୍ଲା ମୁଖ୍ୟ ଉର୍ନ୍ନୟନ ଅଧିକାରୀ ସମୀର ରଞ୍ଜନ ଜେନା ଓ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୀମା ସ୍ୱାଇଁ, ଏ ଡି ଏମ ପ୍ରମୋଦ କୁମାର ପୃଷ୍ଟି ଯୋଗଦେଇ ଅଭିଯୋଗ ଶୁଣି ଥିଲେ । ବେଗୁନିଆପଡା ବ୍ଲକରେ ଉର୍ନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ କୌଣସି ଜନପ୍ରତିନିଧିଙ୍କୁ ଅନ୍ଧକାରେ ରଖାଯାଉଛି, ଜନପ୍ରତିନିଧିଙ୍କ ଅଗୋଚରରେ ବିକଶିତ ଓଡିଶା ବିକଶିତ ଗାଁ ଯୋଜନାରେ ପ୍ରକଳ୍ପ ମଞ୍ଜୁରୀ କରାଯାଉଥିବା, ବ୍ଲକ ଆଗରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତରିତ ନ କରିବା ପାଇଁ ଅଭିଯୋଗ କରିଛନ୍ତି ଖୋଦ ବ୍ଲକ ଅଧକ୍ଷା ପ୍ରତିନିଧି ଦୁର୍ଯ୍ୟୋଧନ ଗୌଡ଼ । କୋଦଳା ଏନ ଏ ସି ରେ ଦୁର୍ନୀତି ଏବଂ ବେନିୟମ ଭାବେ କାର୍ଯ୍ୟ କରାଯାଉଥିବା 58 ଟି ଅଭିଯୋଗ କରିଛନ୍ତି କାଉନଶୀଲର ଭଗବାନ ପାଢ଼ୀ,  କୋଦଳା ଏନ ଏ ସି ରେ ପାଞ୍ଚଟି ଅଙ୍ଗନବାଡି କେନ୍ଦ୍ରର ଗୃହ ନଥିବା ଏବଂ କୋଦଳା ଉପନିବନ୍ଧକ ନିଯୁକ୍ତି ପାଇଁ ଅଭିଯୋଗ କରିଛନ୍ତି  ଉପାଧ୍ୟକ୍ଷା ରଂଜିତା ସେଠି, ବେଗୁନିଆପଡା ଥାନା ଠାରୁ ବିରିବାଟିଆ ଭୟ ତିରିଡା ଗ୍ରାମ୍ୟ ଉର୍ଣ୍ଣୟନ ରାସ୍ତା ଦୀର୍ଘ ଦିନ ହେଲା ଜରାଜୀର୍ଣ ଅବସ୍ଥାରେ ରହିଛି ଏହାର ନିର୍ମାଣ ପାଇଁ ଅଭିଯୋଗ କରିଛନ୍ତି ସାମ୍ବାଦିକ ସୁଶାନ୍ତ ପଟ୍ଟନାୟକ ,  ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଅଙ୍ଗାରଗାଁ ଅଂଚଳରେ ଫାଣ୍ଡି କରାଯିବା ପାଇଁ, କୃଷକ ସାଥୀ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଅଭିଯୋଗ ହୋଇଥିଲା । ନୂତନ ଭତ୍ତା, ରାସନ କାର୍ଡ, ଆବାସ ଗୃହ ଯୋଗାଣ, ମନରେଗା, ଆଦି ବିଷୟରେ ପ୍ରାୟ 229 ଟି ଅଭିଯୋଗ ଆସିଥିଲା ।  ପ୍ରତ୍ୟେକ ଅଭିଯୋଗକୁ  ଗ୍ରହଣ କରିବା ସହ ଜନ ଶୁଣାଣି ପୋର୍ଟାଲରେ ପଞ୍ଜିକୃତ ହୋଇଥିଲା । ଏଥିସହ ଅଭିଯୋଗ ଗୁଡିକ ବିଷୟରେ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ । ଏଥିରେ ବିଡ଼ିଓ ଦିବ୍ୟ ରଞ୍ଜନ ବିଶ୍ୱାଳ, କୋଦଳା ତହସିଲଦାର ସସ୍ମିତା ଶତପଥି, ଥାନା ଅଧିକାରୀ ଭଗବାନ ପୂଜାରୀ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ, ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀ, ବ୍ଲକ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP