Breaking News

ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||     

ମୋଷ୍ଟ ୱାଣ୍ଟେଡ ନକ୍ସଲ ନେତା ଶୁକୃ ସମେତ 4ନକ୍ସଲ ନେତାଙ୍କ କନ୍ଧମାକ ପୋଲିସ ପାଖରେ ଆତ୍ମ ସମର୍ପଣ |

24-Mar-2026

ମୋଷ୍ଟ ୱାଣ୍ଟେଡ୍‌ ନକ୍ସଲ ନେତା ଶୁକ୍ରୁ ସମେତ ୪ ଜଣ ନକ୍ସଲ କନ୍ଧମାଳ ପୋଲିସ ନିକଟରେ ଆତ୍ମସମର୍ପଣ

ଓଡିଶା ଜନମତ,କନ୍ଧମାଳ, ତା, ୨୪/୦୩:

ସଞ୍ଜୟ କୁମାର ପାଣିଗ୍ରାହୀ: --

ଶେଷରେ ଆତ୍ମସମର୍ପଣ କରିଛନ୍ତି ମୋଷ୍ଟ ୱାଣ୍ଟେଡ୍‌ ନକ୍ସଲ ନେତା ଶୁକ୍ରୁ। ସେ କନ୍ଧମାଳ ପୁଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି। ସେ ତାଙ୍କ ଏକେ-୪୭ ପୁଲିସକୁ ହସ୍ତାନ୍ତର କରିଛନ୍ତି। ଶୁକ୍ରୁଙ୍କୁ ଧରାଇ ଦେବା ପାଇଁ ୫୫ ଲକ୍ଷର ପୁରସ୍କାର ରାଶି ଘୋଷଣା କରିଥିଲେ ସରକାର। ଶୁକ୍ରୁ ସହିତ ଆଉ ୪ ଜଣ ନକ୍ସଲ ମଧ୍ୟ ଆତ୍ମସମର୍ପଣ କରିଛନ୍ତି। କନ୍ଧମାଳ ରେ ବେଶ୍‌ ସକ୍ରିୟ ଥିଲେ ନକ୍ସଲ ନେତା ଶୁକ୍ରୁ। ଏଇଟ୍‌ଥ କମ୍ପାନୀ ନାଁରେ ନୂଆ ସଂଗଠନ ଚଳାଇଥିଲେ ଶୁକ୍ରୁ। ଆତ୍ମସମର୍ପଣ ପାଇଁ ତାଙ୍କୁ ଆହ୍ବାନ ଦେଇଥିଲା ଓଡ଼ିଶା ପୁଲିସ। ସାଥୀ ନକ୍ସଲ ଅନ୍ୱେଷ ଓରଫ ରେଣୁଙ୍କୁ ହତ୍ୟା କରି ଗତ ମାସରେ ଚର୍ଚ୍ଚାରେ ଥିଲେ ଶୁକ୍ରୁ। ଅନ୍ୱେଷ ଆତ୍ମସମର୍ପଣ କରିବାକୁ ଚାହୁଁଥିବା ବେଳେ ଶୁକ୍ରୁ ଓ ତା’ ସାଥୀମାନେ ମିଶି ତାଙ୍କୁ ମାରି ପୋତି ଦେଇଥିଲେ ବୋଲି ପୁଲିସ୍ କହିଥିଲା। 
ଶୁକ୍ରୁ ଆତ୍ମସମର୍ପଣ କରିଥିବା ବେଳେ ଶିଲା ସମେତ ୬ ଜଣ ନକ୍ସଲଙ୍କୁ ଧରିବା ପାଇଁ କମ୍ବିଂ ଅପରେସନ୍‌ କରୁଛନ୍ତି ସୁରକ୍ଷା କର୍ମୀ। କନ୍ଧମାଳ-ଗଞ୍ଜାମ-ଗଜପତି ସୀମାନ୍ତରେ ଜୋରଦାର୍‌ କମ୍ବିଂ ଚାଲିଛି। ମାର୍ଚ୍ଚ ୩୧ ସୁଦ୍ଧା ଦେଶକୁ ନକ୍ସଲମୁକ୍ତ କରିବାକୁ ଧାର୍ଯ୍ୟ ହୋଇଛି ଡେଡ୍‌ଲାଇନ୍‌। ଶୁକ୍ରୁଙ୍କ ସରେଣ୍ଡର ପରେ ଆଣ୍ଟି ଏଡିଜି (ନକ୍ସଲ ଅପରେସନ) ସଞ୍ଜୀବ ପଣ୍ଡା କହିଛନ୍ତି ଯେ ଶୁକ୍ରୁ ନାଁରେ ଥିବା ୫୫ ଲକ୍ଷର ପୁରସ୍କାର ବାବଦ ଅର୍ଥ ତାକୁ ଦିଆଯିବ। ଏଥିସହ ସରକାରଙ୍କ ପକ୍ଷରୁ ଘୋଷିତ ଅନ୍ୟ ସୁବିଧା ସବୁ ପାଇବେ। ଏହା ସହିତ ସେ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ ନକ୍ସଲଙ୍କ ସଂଖ୍ୟା ସିଙ୍ଗିଲ ଡିଜିଟ୍‌କୁ ଖସି ଯାଇଛି। ନକ୍ସଲଙ୍କ ପାଇଁ ଏହା ଝଟ୍‌କା। ଆମ ପାଇଁ ଏହା ବଡ଼ ସଫଳତା। ଆଉ ଯେଉଁମାନେ ରହି ଯାଇଛନ୍ତି ସେମାନଙ୍କୁ ଆତ୍ମସମର୍ପଣ ପାଇଁ ଆମେ ଆହ୍ୱାନ କରୁଛୁ।

News Comment

You Might Also Like

BACK TO TOP