Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ବସ ଧକ୍କାରେ ଯୁବକ ଗୁରୁତର |

25-Mar-2026

ବସ୍ ଧକ୍କାରେ ଯୁବକ ଗୁରୁତର,

 ଓଡିଶା ଜନ ମତ ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ | 

ଆଜି ସନ୍ଧ୍ୟାରେ  ଭଞ୍ଜନଗରରୁ ବ୍ରହ୍ମପୁର ଯାଉଥିବା କାଳେଶ୍ୱର ନାମକ ଘରୋଇ ବସ୍  ଧକ୍କାରେ ଜଣେ ଯୁବକଙ୍କ ହାତ ଏବଂ ଗୋଡରେ ଗଭୀର ଆଘାତ ଲାଗିଛି I ଯୁବକ ଜଣଙ୍କ ବର୍ତ୍ତମାନ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇ ଥିବା ବେଳେ ଗାଙ୍ଗପୁର ପୋଲିସ୍ ବସ୍ କୁ ଜବତ କରି ଘଟଣାର ତଦନ୍ତ ଚଳାଇଛନ୍ତି I ଖବରରୁ ଜଣା ପଡ଼ିଛିଯେ ଆଜି ସନ୍ଧ୍ୟାରେ ଭଞ୍ଜନଗରରୁ ବ୍ରହ୍ମପୁର ଯାଉଥିବା କାଳେଶ୍ୱର  ଘରୋଇ ବସ୍ କ୍ଷତ୍ରିୟବରପୁର ହାଇସ୍କୁଲ୍ ଛକରେ ରହିବା ପରେ ସେଥିରୁ ନିକଟସ୍ଥ ବଡ଼ ଦୋଡ଼ଙ୍ଗା ଗ୍ରାମର ନାରାୟଣ ନାଇକଙ୍କ ପୁଅ ତୋଫାନ ନାଇକ  ଓହ୍ଲାଇଥିଲେ I ବସ୍ ରୁ ଓହ୍ଲାଇ ତୋଫାନ ରାସ୍ତା ପାର ହେଉଥିବା ବେଳେ ବସ୍ ହଠାତ୍ ଚାଲି ଯାଇଥିଲା I ଯାହା ଫଳରେ ତୋଫାନ ତଳେ ପଡ଼ିଯାଇଥିଲେ ଏବଂ ତାଙ୍କ ବାମ ହାତ ଓ ଗୋଡ଼ ଉପରେ ଗାଡ଼ିଟି ଚାଲିଯାଇଥିଲା I ଫଳରେ ତୋଫାନ ଗୁରୁତର ଆହତ ହୋଇ  ରାସ୍ତା ଉପରେ ଛିଟିକି ପଡ଼ିଥିଲେ  I ତାଙ୍କୁ ସ୍ଥାନୀୟ ଲୋକେ ଗୋବରା ଡାକ୍ତରଖାନାରେ ରେ ଭର୍ତ୍ତି କରିଥିଲେ I କିନ୍ତୁ ତାଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତୋଫାନକୁ ସରକାରୀ ଆମ୍ବୁଲାନ୍ସ୍ ଯୋଗେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି I ଖବର ପାଇ ଗାଙ୍ଗପୁର ଥାନା ଏସ୍ଆଇ ଅଜୟ ମଲ୍ଲିକ ଦୁର୍ଘଟଣା ଘଟାଇଥିବା ଗାଡିଟିକୁ ଜବତ କରି ଥାନାରେ ଅଟକ ରଖି ଘଟଣାର ତଦନ୍ତ କରୁଛନ୍ତି I

News Comment

You Might Also Like

BACK TO TOP