Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ପୋଲସରା ରେ ପଞ୍ଚମ ପର୍ଯ୍ୟାୟ ପ୍ରବୋଧନ ତାଲିମ ଶିବିର ରେ 128 ଜଣ ଯୋଗ ଦେଲେ ||

25-Mar-2026

ପୋଲସରାରେ ପଞ୍ଚମ ପର୍ଯ୍ୟାୟ ପ୍ରବୋଧନ ତାଲିମ ଶିବିରରେ ୧୧୮  ଜଣ ଯୋଗଦେଲେ

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା: ୨୫/୦୩/୨୦୨୬:-

ପୋଲସରା ବେଲଗାଁ ପଞ୍ଚାୟତ କନକଦୁର୍ଗା ବିଦ୍ୟାପୀଠ ଠାରେ ପଞ୍ଚମ ପର୍ଯ୍ୟାୟ  ନୂତନ ପାଠ୍ୟପୁସ୍ତକ ସମ୍ବନ୍ଧୀୟ  ପ୍ରବୋଧନ ତାଲିମ ଶିବିର ଆରମ୍ଭ ହୋଇଯାଇଛି। ପୋଲସରା ଗୋଷ୍ଠୀ ଶିକ୍ଷାଧିକାରୀ  ଶ୍ରୀ ହର୍ଷବାବୁ ଖାଡ଼ଙ୍ଗାଙ୍କ ତତ୍ତ୍ଵାବଧାନରେ  ଉପସ୍ଥିତିରେ ଆଜି  ମାସ ୨୫/୦୩/୨୦୨୬ ତାରିଖ ବୁଧବାର ଠାରୁ ଆରମ୍ଭ ହୋଇଥିବା  କାର୍ଯ୍ୟକ୍ରମରେ ବ୍ଲକର ମୋଟ୍ ୧୧ ଗୋଟି କ୍ଲଷ୍ଟର ଅନ୍ତର୍ଗତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରୁ ୧୧୮ ଜଣ ଶିକ୍ଷକ ଶିକ୍ଷୟିତ୍ରୀମାନେ ତାଲିମ ନେଉଛନ୍ତି।
ବିଦ୍ୟାଳୟ ଶିକ୍ଷା ପାଇଁ ପ୍ରସ୍ତୁତ ହୋଇଥିବା ଓଡ଼ିଶା ପାଠ୍ୟକ୍ରମ ରୂପରେଖ-୨୦୨୫ (ଓଏସିଏଫଏସଇ-୨୦୨୫) କୁ ଆଧାର କରି ୫୫ ଖଣ୍ଡ ନୂତନ ପାଠ୍ୟପୁସ୍ତକ ସମ୍ବନ୍ଧରେ ଆର.ପି. ନିରଞ୍ଜନ ବେହେରା, ସୁରେନ୍ଦ୍ର ସେଠୀ, ଶାନ୍ତନୁ କୁମାର ସ୍ୱାଇଁଙ୍କ ଓ  ପଞ୍ଚାନନ ସେଠୀ ପ୍ରମୁଖ ସାଧନକର୍ମୀ ଯୋଗଦେଇ ପ୍ରଶିକ୍ଷଣ ଦେଉଛନ୍ତି। ସୂଚନା ଯୋଗ୍ୟ ଯେ, ଏହା ପୂର୍ବରୁ ଚାରୋଟି ପର୍ଯ୍ୟାୟରେ ଅନୁଷ୍ଠିତ ତାଲିମ ଶିବିରରେ ୩୫୦  ଜଣ ଶିକ୍ଷକ ଶିକ୍ଷୟିତ୍ରୀ ତାଲିମ ନେଇସାରିଥିବା ବିଇଓ  କାର୍ଯ୍ୟାଳୟରୁ ଜଣାପଡ଼ିଛି।
ଏହି ଶିବିରଟି ଆସନ୍ତା ୩୧ ତାରିଖ ମଙ୍ଗଳବାର ପର୍ଯ୍ୟନ୍ତ ଚାଲିବ।

News Comment

You Might Also Like

BACK TO TOP