Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ପଞ୍ଚାୟତ ସମିତି ପରିସରରେ "ସୁଭଦ୍ରା ମିଶନ ଶକ୍ତି କାଫେ " ଉଦଘାଟିତ |

26-Mar-2026

ପଞ୍ଚାୟତ ସମିତି ପରିସରରେ "ସୁଭଦ୍ରା ମିଶନ ଶକ୍ତି କାଫେ" ଉଦଘାଟିତ

ଓଡିଶା ଜନମତ,ବାଲିଗୁଡା, ତା, ୨୬/୦୩:

ସଞ୍ଜୟ କୁମାର ପାଣିଗ୍ରାହୀ: --

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ପଞ୍ଚାୟତ ସମିତି ପରିସରରେ ଥିବା ସୁଭଦ୍ରା ମିଶନ ଶକ୍ତି କାଫେକୁ  ଫୁଲବାଣୀର ପି ଡି ଶମ୍ଭୁନାଥ ନନ୍ଦୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ପଞ୍ଚାୟତ ସମିତିର ଅଧ୍ୟକ୍ଷ ଦିଲ୍ଲୀପ କହଁର, ଗୋଷ୍ଠୀ  ଉନ୍ନୟନ ଅଧିକାରୀ  ବିଷ୍ଣୁ ଗୋବିନ୍ଦ,ବି ପି ଏମ ପରେଶ ପ୍ରଧାନ,ବି ପି ସି ସରୋଜ ଦିଗାଲ, ପୂର୍ବତନ ବିଧାୟିକା ଶ୍ରୀମତୀ ଅଜୟନ୍ତୀ ପ୍ରଧାନ,ବି ଏଲ ଏଫ ର ସଭାପତି,ସମାଜ ସେବୀ ରାଘବ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିବା ବେଳେ ଶକ୍ତି ମାତା ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତି ଶ୍ରୀମତୀ ସୁଦ୍ଧାରାଣୀ ଭୂୟାଁ ଓ ମହିଳାମାନେ କାଫେ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳ ର ବହୁ ସରକାରୀ ଓ ବେସରକାରୀ ଅନୁଷ୍ଠାନ ର ଅନେକ ଶୁଭେଚ୍ଛୁ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP