Breaking News

ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||     

ଜରାଜୀର୍ଣ୍ଣ ଅବସ୍ଥାରେ ନୁଆଁ ଗଡ଼ ଶ୍ମସାନ ଗୃହ |

27-Mar-2026

ଜରାଜୀର୍ଣ୍ଣ ଅବସ୍ଥାରେ ନୂଆଁଗଡ଼ ଶ୍ମଶାନ  ଗୃହ ।

 ଓଡିଶା ଜନ ମତ,ବେଗୁନିଆପଡ଼ା ତା -27/03/26) -: 

ସୂର୍ଯ୍ୟ ନାରାୟଣ ବଡୁ ||

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ ନୂଆଗଡ ଗ୍ରାମର ଶ୍ମଶାନ  ଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି । ସୂଚନା ଅନୁଯାଇ ଏହି ଶ୍ମଶାନ  ଗୃହଟି ବହୁ ବର୍ଷ ପୂର୍ବେ ନିର୍ମାଣ ହୋଇଥିଲା । ବର୍ତ୍ତମାନ ତାହା ଜରାଜୀର୍ଣ୍ଣ ଭାବେ ରହିଛି । ଛାତରୁ ସିମେଣ୍ଟ ଛାଡ଼ିବା ସହ ଛଡ ପଦାକୁ ଦେଖା ଗଲାଣି। କେତେବେଳେ ଯେ ଛାତ ଗଳି ପଡ଼ିବ କିଛି କହିହେବ ନାହିଁ । ଏଥିସହିତ ଲତା ବୁଦା ସବୁ ମାଡ଼ି ଗଲାଣି । ଜୀବନର ଶେଷ ସ୍ଥାନର  ଅବସ୍ଥା ଯଦି ଏମିତି ହେବ ତାହା ଭାରି ଦୁଃଖ ଦାୟକ ଅଟେ । ବର୍ଷା ଦିନରେ ଯଦି କୌଣସ ବ୍ୟକ୍ତିବିଶେଷଙ୍କର ପ୍ରାଣବାୟୁ ଉଡିଗଲା ଶବ ସଂସ୍କାର ଯେ କେତେ କଷ୍ଟ ଦାୟକ ଜଣେ ଅନୁଭବି ହିଁ ତାହା କହିପାରିବ । ଏଥିସହିତ ଏହି ଶ୍ମଶାନ  ଗୃହଟି ବିଦ୍ୟାଳୟ ନିକଟରେ ଏବଂ ଗ୍ରାମ୍ୟ ରାସ୍ତା ନିକଟରେ ହୋଇଥିବାରୁ ଏହାକୁ ସ୍ଥାନାନ୍ତରଣ କରିବା ପାଇଁ ଜନସାଧାରଣ ରେ ଦାବୀ ହୋଇଛି । ଦେଖାଯାଉ ଏ ଦିଗରେ ସରକାରୀ ବାବୁ ଏବଂ ଜନ ପ୍ରତିନିଧି ମାନେ କଣ ପଦକ୍ଷେପ ଗ୍ରହଣ କରୁଛନ୍ତି ଦେଖିବାକୁ ତାହା ବାକି ରହିଲା ?

News Comment

You Might Also Like

BACK TO TOP