Breaking News

ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||     

ବିଜେପିର ମଣ୍ଡଳ ପ୍ରଶକ୍ଷିଣ ଶିବିର ଉଦଘାଟିତ |

28-Mar-2026

ବିଜେପି ର ମଣ୍ଡଳ ପ୍ରଶିକ୍ଷଣ ଶିବିର ଉଦଘାଟିତ...

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ

ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ନିଷ୍ପତି ଅନୁଯାୟୀ ସମଗ୍ର ଦେଶରେ କାର୍ଯ୍ୟକର୍ତାମାନଙ୍କୁ ପ୍ରଶିକ୍ଷଣ ଦିଆଯାଉଛି ! ଏହି ଅବସରରେ ଖୋର୍ଦ୍ଧା ବିଧାନସଭାର ମଧ୍ୟ ଖୋର୍ଦ୍ଧା ମଣ୍ଡଳର ଦୁଇଦିନିଆ ପ୍ରଶିକ୍ଷଣ ବର୍ଗ ସ୍ଥାନୀୟ କାଇପଦରଠାରେ  ଉଦଘାଟିତ ହୋଇଛି ! "ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନ" ନାମରେ ନାମିତ ଏହି ବର୍ଗକୁ ଜିଲ୍ଲାର ପୂର୍ବତନ ସଭାପତି ଶ୍ରୀ ରଶ୍ମିରଂଜନ ମହାପାତ୍ର ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିଲେ ! ମଣ୍ଡଳ ସଭାପତି ଶ୍ରୀ ରଂଜିତ ପାଟଶାଣୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ପ୍ରଶିକ୍ଷଣ ବର୍ଗରେ ଜାତୀୟ ପରିଷଦ ସଦସ୍ୟ ଶ୍ରୀ ଅଜୟ ମିଶ୍ର, ରାଜ୍ୟ ସମବାୟ ପ୍ରକୋଷ୍ଠର ସଂଯୋଜକ ଶ୍ରୀ ଶ୍ରୀରଞ୍ଜନ ମଙ୍ଗରାଜ, ଜିଲ୍ଲା ଉପସଭାପତି ପ୍ରଫୁଲ୍ଲ ଦଳାଇ, ପୂର୍ବତନ ମଣ୍ଡଳ ସଭାପତି ପ୍ରଦୀପ୍ତ ପାଣି ଓ ସାଂସଦ ପ୍ରତିନିଧି ତଥା ବର୍ଗ ପ୍ରମୁଖ ବିଭୂପ୍ରସାଦ ବଳିୟାରସିଂହ ଅତିଥିଭାବେ ଯୋଗଦେଇଥିଲେ ! ଦୁଇଦିନ ବ୍ୟାପି ଏହି ପ୍ରଶିକ୍ଷଣ ବର୍ଗରେ ୭ଗୋଟି ସୁତ୍ରରେ ପାର୍ଟି ଦ୍ୱାରା ସ୍ଥିରିକୃତ ବିଭିନ୍ନ ବିଷୟ ବିନ୍ଦୁ ଏବଂ ସଂଗଠନ ସଂରଚନା ଉପରେ ବକ୍ତାମନେ ଆଲୋକପାତ କରିବେ ! ମଣ୍ଡଳ ଅନ୍ତର୍ଗତ ୬ଗୋଟି ପଞ୍ଚାୟତର ପ୍ରମୁଖ, ୩୫ଗୋଟି ବୁଥର ସଭାପତି, ମଣ୍ଡଳରୁ ତଦୁର୍ଦ୍ଧ୍ୱ  ପଦାଧିକାରୀ ଏବଂ ମଣ୍ଡଳ କମିଟିର ସମସ୍ତ ସଦସ୍ୟ ଏବଂ ସଦସ୍ୟାମନେ ଯୋଗଦେଇଥିଲେ....

News Comment

You Might Also Like

BACK TO TOP