Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ଯୁକ୍ତ ଦୁଇ ଶେଷ ବର୍ଷ ର ଛାତ୍ର, ଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା |

29-Mar-2026

ଯୁକ୍ତ ତିନି ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ।

ଓଡିଶା ଜନ ମତ, କୋଦଳା ସୂର୍ଯ୍ୟ ନାରାୟଣ ବଡ଼ୁ,:--
 ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ ବିଜ୍ଞାନ ବିଭାଗ ତରଫରୁ ଯୁକ୍ତ ତିନି ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ନିମନ୍ତେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପାଳନ କରାଯାଇଅଛି। ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ  ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ଅଧ୍ୟକ୍ଷତା କରି ଛାତ୍ରଛାତ୍ରୀଙ୍କ ନିମନ୍ତେ ଉଦବୋଧନ ଦେଇ ସେମାନଙ୍କ ଭବିଷ୍ୟତ ଉଜ୍ଜଳ କାମନା କରିଥିଲେ । ଅନ୍ତର୍ନିହିତ ଗୁଣାବଳୀ ବର୍ଧକ ସଂଯୋଜକ ଶ୍ରୀମାନ ସପନ କୁମାର ଦାଶ ନିଜ ନିଜର ଲକ୍ଷ୍ୟ ହାସଲ କରିବା ଦିଗରେ ବ୍ରତୀ ହେବା ନିମନ୍ତେ ଉପସ୍ଥିତ ଛାତ୍ର ଓ ଛାତ୍ରୀ ଙ୍କୁ କହିଥିଲେ l କାର୍ଯ୍ୟକ୍ରମ ର ଆବାହକ ଗଣିତ ବିଭାଗର ବିଭାଗୀୟ ମୁଖ୍ୟ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ବିଭିନ୍ନ ଉପାଦେୟ ବାର୍ତ୍ତା ଦେଇଥିଲେ l  ଆଜିର କାର୍ଯ୍ୟକ୍ରମ ରେ ପ୍ରାଣୀ ବିଜ୍ଞାନ ର ବିଭାଗୀୟ ମୁଖ୍ୟ ଶ୍ରୀମତୀ ଅପରାଜିତା ପାତ୍ର, ଉଦ୍ଭିଦ ବିଜ୍ଞାନ ର ବିଭାଗୀୟ ମୁଖ୍ୟ ବର୍ଷାରାଣୀ ମହାନ୍ତି, ପଦାର୍ଥ ବିଜ୍ଞାନର ବିଭାଗୀୟ ମୁଖ୍ୟ ଶ୍ରୀ ରତ୍ନାକର ପ୍ରଧାନ, ରସାୟନ  ବିଜ୍ଞାନ ବିଭାଗୀୟ ମୁଖ୍ୟ ମନୀଶା ପଟ୍ଟନାୟକ,ଅଧ୍ୟାପକ ଶ୍ରୀ ଭବାନୀଶଙ୍କର ଆଚାର୍ଯ୍ୟ, କେଶବ ଚନ୍ଦ୍ର ପାଳ,କାହ୍ନୁ ଚରଣ ପାଳ ଓ ଅଧ୍ୟାପିକା ସୁଶ୍ରୀ ଭୁବନେଶ୍ୱରୀ ରାୟସାମନ୍ତ ଆଦି ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଚ୍ଚତର ଶିକ୍ଷା ନିମନ୍ତେ ପ୍ରେରଣା  ଦେବା ସହ ସେମାନଙ୍କ ର ଭବିଷ୍ୟତ ମଙ୍ଗଳ କାମନା କରିଥିଲେ lତୃତୀୟ ବର୍ଷର ଛାତ୍ରଛାତ୍ରୀ ମାନେ ନିଜ ନିଜର ତିନି ବର୍ଷର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ପରିଶେଷରେ ଯୁକ୍ତ ତିନି ଦ୍ୱିତୀୟ ବର୍ଷ ରସାୟନ ବିଜ୍ଞାନ ବିଭାଗ ଛାତ୍ର ଶ୍ରୀ ରୋଶନ କୁମାର ଗୌଡ଼ ଧନ୍ୟବାଦ  ଅର୍ପଣ କରିବା ସହ ସଭାସାଙ୍ଗ କରଯାଇଥିଲା।

News Comment

You Might Also Like

BACK TO TOP