Breaking News

କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||     

ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅର୍ଥ ନିତି ବିଭାଗର ପାଠ ଚକ୍ର |

30-Mar-2026

ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ଅର୍ଥନୀତି ବିଭାଗରେ ପାଠଚକ୍ର ଅନୁଷ୍ଠିତ 

 ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ 

-ସୋମବାର  ଦିବା 10 ଘଣ୍ଟ ସମୟରେ କୋଦଳା ସ୍ଥିତ ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲିଙ୍କ ସଭାପତିତ୍ୱରେ ଅର୍ଥନୀତି ବିଭାଗ ତରଫରୁ ସାମ୍ପ୍ରତିକ ଶକ୍ତି ସଙ୍କଟ : ଭାରତୀୟ ଅର୍ଥନୀତି ପାଇଁ ଏକ ଆହ୍ୱାନ "ବିଷୟବସ୍ତୁ କୁ ନେଇ ଅନ୍ତର୍ନିହିତ ଗୁଣାବଳୀ ବର୍ଦ୍ଧକ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ର ପ୍ରାରମ୍ଭରେ ଅନ୍ତର୍ନିହିତ  ଗୁଣାବଳୀ ବର୍ଦ୍ଧକ  ସଂଯୋଜକ  ଶ୍ରୀମାନ ସପନ କୁମାର ଦାଶ ଉପସ୍ଥିତ ଅତିଥିଙ୍କ ପରିଚୟ ପ୍ରଦାନ  କରିଥିଲେ lପାଠଚକ୍ର ର ଆଭିମୁଖ୍ୟ ସମ୍ପର୍କେ ଅର୍ଥନୀତି ବିଭାଗର ଅଧ୍ୟାପିକା ତଥା ଆଜିର କାର୍ଯ୍ୟକ୍ରମ ର ଆବାହକ ଶ୍ରୀମତୀ ସୁସ୍ମିତା କୁମାରୀ ମହାପାତ୍ର କହିଥିଲେ l ସାଧନାକର୍ମୀ ଭାବେ ପିପୁଲସ କଲେଜ ବୁଗୁଡ଼ା ର ଅର୍ଥନୀତି ବିଭାଗୀୟ ମୁଖ୍ୟ ଲେଫ୍ଟନାଣ୍ଟ ଅଜୟ କୁମାର ସାହୁ ଯୋଗଦେଇ ସାମ୍ପ୍ରତିକ ଶକ୍ତି ସଙ୍କଟ କିପରି ଭାରତୀୟ ଅର୍ଥନୀତି ପ୍ରତି ଏକ ଆହ୍ୱାନ ହୋଇପଡିଛି ଏବଂ ଏହାର ବିକଳ୍ପ ବିଷୟରେ  ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ l ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ଭାରତରେ ସାମ୍ପ୍ରତିକ ଶକ୍ତି ସଙ୍କଟ ବିଷୟରେ ନିଜର ମତ ରଖିଥିଲେ l ଅର୍ଥନୀତି ବିଭାଗର ଅଧ୍ୟାପକ ଶ୍ରୀ ଆଲୋକ ଜେନା ଧନ୍ୟବାଦ ଅର୍ପଣ କରିଥିଲେ lପ୍ରାରମ୍ଭିକ  ସଂଗୀତ ଯୁକ୍ତ ତିନି ଦ୍ୱିତୀୟ ବର୍ଷ ଛାତ୍ରୀ ସୁଶ୍ରୀ ପଦ୍ମିନୀ ବେହେରା ଓ  ପ୍ରିୟଙ୍କା ପାଢୀ ଅନ୍ତିମ ସଂଗୀତ ଯୁକ୍ତ  ତିନି ପ୍ରଥମ ବର୍ଷ  ଛାତ୍ରୀ ସୁଶ୍ରୀ ଆରତୀ ପ୍ରଧାନ, ଜସ୍ମିନ ମେହେଣା ଓ ଅଙ୍କିତା ସ୍ୱାଇଁ ଗାନ କରିଥିଲେ lଯୁକ୍ତ ତିନି ପ୍ରଥମ, ଦ୍ୱିତୀୟ ଓ ଶେଷ ବର୍ଷ ର  ଅନେକ ଛାତ୍ରଛାତ୍ରୀ ସେମାନଙ୍କ ସନ୍ଦର୍ଭ ଉପସ୍ଥାପନା କରିଥିଲେ ଓ ସେମାନଙ୍କୁ ପ୍ରମାଣପତ୍ର ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l

News Comment

You Might Also Like

BACK TO TOP