Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ନିମିନା ପଞ୍ଚାୟତ ସ୍ତରୀୟ ଦୁତୀୟ ପର୍ଯ୍ୟାୟ ଜନ ଶୁଣାଣି ଅନୁଷ୍ଠିତ ||

30-Mar-2026

ନିମିନା ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
୩୦/୦୩/୨୬ 

ନିମିନା ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା

ପୋଲସରା   ୩୦/୦୩/୨୬ ପୋଲସରା ବ୍ଲକର ନିମିନା ଗ୍ରାମ ପଞ୍ଚାୟତ କଲ୍ୟାଣରେ ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ଦିପ୍ତିମୟୀ ପାତ୍ର,ଅତିରିକ୍ତ ପଞ୍ଚାୟତ ସମିତି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନମ୍ ବେହେରା, ସି.ଡି.ପି.ଓ ତିଳୋତ୍ତମା ରାଉତ, ସରପଞ୍ଚ ମାମାଜିନି ସାହୁ, ମେଡିକାଲ ଡାକ୍ତର ସୁବ୍ରମୟି ପାଢ଼ୀ ଯୋଗଦେଇ ସମସ୍ତଙ୍କର ଅଭିଯୋଗ ଗ୍ରହଣ କରି ଥିଲେ। ଏହି ଅବସରରେ ମୋଟ୍ ୨୯ ଜଣଙ୍କ    ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ୭ ଜଣଙ୍କୁ ଭତ୍ତା,୩ ଜଣଙ୍କୁ ରେସନ କାର୍ଡ, ୧୩ ଜଣଙ୍କୁ ଘରପଟ୍ଟା, ୫ଟି ଏସ.ଏଚ.ଜି ଗ୍ରୁପ ଓ ବ୍ୟକ୍ତିଗତ ଭାବେ ୫ଜଣକୁ ଋଣ ଇତ୍ୟାଦି ଦିଆଯାଇଥିଲା। ଖାଦ୍ୟ ଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା,ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ଵରୁପ ତ୍ରିପାଠୀ, ବ୍ଳକ ଯନ୍ତ୍ରୀ ଇନ୍ଦ୍ରମଣି ସାହୁ,ପୃତ୍ତ ବିଭାଗ  ଯନ୍ତ୍ରୀ ଦିପ୍ତିରାଣୀ ଦେହୁରୀ,ଗ୍ରାମ୍ଯ ନିର୍ମାଣ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜିବ ପାତ୍ର, ବିଭିଓ ଡଃ ଭକ୍ତଚରଣ ଦଳାଇ, ବରିଷ୍ଠ ରାଜସ୍ବ ସହାୟକ ଗିରିଜା ଶଙ୍କର ମିଶ୍ର,ବନପାଳ କାର୍ତ୍ତିକ ସାହୁ,ସମିତି ସଭ୍ୟଙ୍କ ପ୍ରତିନିଧି ନିଲୁ ସାହୁ, ପୂର୍ବତନ ସରପଞ୍ଚ ପ୍ରତିନିଧି ଲଡୁ କିଶୋର ସାହୁ, ସରପଞ୍ଚ ପ୍ରତିନିଧି ତାପସ କୁମାର ସାହୁ ସମେତ ଅନ୍ୟ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଣୟ ପଟ୍ଟନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲାବେଳେ  ଜନଶୁଣାଣି ଅଧିକାରିଣୀ ଲିପ୍ସା ରାଣୀ ଭଞ୍ଜ,ଏଡିଓ ରବିନ୍ଦ୍ର କୁମାର ସାହୁ ପ୍ରମୁଖଙ୍କ ସମେତ ଅଙ୍ଗନବାଡ଼ି ଓ ଆଶାକର୍ମୀ ଏବଂ ସ୍ଵେଚ୍ଛାସେବୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ପଞ୍ଚାୟତ ପରିସରରେ ଥିବା ଇଲେକ୍ଟ୍ରି ସବଷ୍ଟେସନକୁ ଅନ୍ୟତ୍ର କରିବା ପାଇଁ ଗ୍ରାମବାସୀଙ୍କ ତରଫରୁ ଅଭିଯୋଗ ହୋଇଥିବା ବେଳେ ଅନ୍ୟତ୍ର କରିବା ପାଇଁ  ବିଭାଗୀୟ ଯନ୍ତ୍ରୀଙ୍କୁ ବିଡ଼ିଓ ଶ୍ରୀ ମହାପାତ୍ର ଜଣାଇ ଥିଲା।ପୋଲସରା ବ୍ଲକର ନିମିନା ଗ୍ରାମ ପଞ୍ଚାୟତ କଲ୍ୟାଣରେ ପଞ୍ଚାୟତ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ଜନଶୁଣାଣି ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ଦିପ୍ତିମୟୀ ପାତ୍ର,ଅତିରିକ୍ତ ପଞ୍ଚାୟତ ସମିତି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନମ୍ ବେହେରା, ସି.ଡି.ପି.ଓ ତିଳୋତ୍ତମା ରାଉତ, ସରପଞ୍ଚ ମାମାଜିନି ସାହୁ, ମେଡିକାଲ ଡାକ୍ତର ସୁବ୍ରମୟି ପାଢ଼ୀ ଯୋଗଦେଇ ସମସ୍ତଙ୍କର ଅଭିଯୋଗ ଗ୍ରହଣ କରି ଥିଲେ। ଏହି ଅବସରରେ ମୋଟ୍ ୨୯ ଜଣଙ୍କ    ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ୭ ଜଣଙ୍କୁ ଭତ୍ତା,୩ ଜଣଙ୍କୁ ରେସନ କାର୍ଡ, ୧୩ ଜଣଙ୍କୁ ଘରପଟ୍ଟା, ୫ଟି ଏସ.ଏଚ.ଜି ଗ୍ରୁପ ଓ ବ୍ୟକ୍ତିଗତ ଭାବେ ୫ଜଣକୁ ଋଣ ଇତ୍ୟାଦି ଦିଆଯାଇଥିଲା। ଖାଦ୍ୟ ଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା,ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ଵରୁପ ତ୍ରିପାଠୀ, ବ୍ଳକ ଯନ୍ତ୍ରୀ ଇନ୍ଦ୍ରମଣି ସାହୁ,ପୃତ୍ତ ବିଭାଗ  ଯନ୍ତ୍ରୀ ଦିପ୍ତିରାଣୀ ଦେହୁରୀ,ଗ୍ରାମ୍ଯ ନିର୍ମାଣ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜିବ ପାତ୍ର, ବିଭିଓ ଡଃ ଭକ୍ତଚରଣ ଦଳାଇ, ବରିଷ୍ଠ ରାଜସ୍ବ ସହାୟକ ଗିରିଜା ଶଙ୍କର ମିଶ୍ର,ବନପାଳ କାର୍ତ୍ତିକ ସାହୁ,ସମିତି ସଭ୍ୟଙ୍କ ପ୍ରତିନିଧି ନିଲୁ ସାହୁ, ପୂର୍ବତନ ସରପଞ୍ଚ ପ୍ରତିନିଧି ଲଡୁ କିଶୋର ସାହୁ, ସରପଞ୍ଚ ପ୍ରତିନିଧି ତାପସ କୁମାର ସାହୁ ସମେତ ଅନ୍ୟ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଣୟ ପଟ୍ଟନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲାବେଳେ  ଜନଶୁଣାଣି ଅଧିକାରିଣୀ ଲିପ୍ସା ରାଣୀ ଭଞ୍ଜ,ଏଡିଓ ରବିନ୍ଦ୍ର କୁମାର ସାହୁ ପ୍ରମୁଖଙ୍କ ସମେତ ଅଙ୍ଗନବାଡ଼ି ଓ ଆଶାକର୍ମୀ ଏବଂ ସ୍ଵେଚ୍ଛାସେବୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ପଞ୍ଚାୟତ ପରିସରରେ ଥିବା ଇଲେକ୍ଟ୍ରି ସବଷ୍ଟେସନକୁ ଅନ୍ୟତ୍ର କରିବା ପାଇଁ ଗ୍ରାମବାସୀଙ୍କ ତରଫରୁ ଅଭିଯୋଗ ହୋଇଥିବା ବେଳେ ଅନ୍ୟତ୍ର କରିବା ପାଇଁ  ବିଭାଗୀୟ ଯନ୍ତ୍ରୀଙ୍କୁ ବିଡ଼ିଓ ଶ୍ରୀ ମହାପାତ୍ର ଜଣାଇ ଥିଲା।

News Comment

You Might Also Like

BACK TO TOP