Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ଖୋର୍ଦ୍ଧା ଓକିଲ ସଙ୍ଘ ନିର୍ବାଚନ ରେ ଲୋତକ ବିନ୍ଦୁ ପଟନାୟକ,, ଓସମ୍ପାଦକ ହେଲେ ଲିଙ୍ଗ ରାଜ ସାହୁ |

30-Mar-2026

ଖୋର୍ଦ୍ଧା ଓକିଲ ସଂଘ ନିର୍ବାଚନ; 
ସଭାପତି ହେଲେ ଲୋତକବିନ୍ଦୁ ପଟ୍ଟନାୟକ,
ସମ୍ପାଦକ ଲିଙ୍ଗରାଜ ସାହୁ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ,

 ରାଜ୍ୟ ବାର କାଉନ୍ସିଲ ନିଷ୍ପତି କ୍ରମେ ଆଜି ସମଗ୍ର ରାଜ୍ୟର ସମସ୍ତ ଓକିଲ ସଂଘର କର୍ମକର୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆଜି  ଖୋର୍ଦ୍ଧା ଜିଲା ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି । ଏଥିରେ ସଭାପତି ଭାବେ ଲୋତକବିନ୍ଦୁ ପଟ୍ଟନାୟକ (୧୫୧ଖଣ୍ଡ), ଉପସଭାପତି ଭାବେ ହରପ୍ରସାଦ ରାମ (୧୮୨ଖଣ୍ଡ), ସମ୍ପାଦକ ଭାବେ ଲିଙ୍ଗରାଜ ସାହୁ (୧୯୫ଖଣ୍ଡ) ଭୋଟ ପାଇ ବିଜୟୀ ହୋଇଛନ୍ତି । ଯୁଗ୍ମ ସମ୍ପାଦକ ଲଲାଟେନ୍ଦୁ କେଶରୀ ପ୍ରଧାନ ଓ କୋଷାଧ୍ୟକ୍ଷ ଭାବେ ବସନ୍ତ କୁମାର ଭଞ୍ଜ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ସେହିପରି କାର୍ଯ୍ୟକାରୀ ସଦସ୍ୟଭାବେ ବିକ୍ରମ କେଶରୀ ଛୁଆଳସିଂହ, ପ୍ରଦୀପ କୁମାର ମିଶ୍ର, ରାଧାକାନ୍ତ ରାୟ ସାମନ୍ତ, ସାବିତ୍ରୀ ଦେବୀ, ଜମ୍ମିରୁଦ୍ଦିନ୍ ଖାନ୍ ଏବଂ ମୋନାଲିସା ମିଶ୍ର ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ନିର୍ବାଚନ ଆଜି ସକାଳ ସାଢେ ୭ ରୁ ଆରମ୍ଭ ହୋଇ ଅପରାହ୍ନ ୩ଟାରେ ଶେଷ ହୋଇଥିଲା । ଭୋଟ ଗଣତି ଅପରାହ୍ନ ୪ଟାରେ ଆରମ୍ଭ ହୋଇଥିଲା । ସର୍ବମୋଟ ୩୭୧ଭୋଟରଙ୍କ ମଧ୍ୟରୁ ୩୩୪ଜଣ ସେମାନଙ୍କ ମତଦାନ କରିଛନ୍ତି । ଆଜିର ନିର୍ବାଚନକୁ ନିର୍ବାଚନ ଅଧିକାରୀ ଭାବେ ବିଜୟ ଚନ୍ଦ୍ର ମହାନ୍ତି ପରିଚାଳନା କରିଥିବାବେଳେ ପ୍ରଭଞ୍ଜନ ଜେନା, ପୁଷ୍ପାଞ୍ଜଳୀ ଉଦୟସିଂ, ପ୍ରଦୀପ୍ତ ପ୍ରସାଦ ରାମ ଓ ସଞ୍ଜୟ ଶତପଥୀ ପରିଚାଳନା ରେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP