Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ନୁଆଁ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |

31-Mar-2026

ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

ଓଡିଶା ଜନମତ,ବାଲିଗୁଡା, ତା, ୩୧/୦୩:--

ସଞ୍ଜୟ କୁମାର ପାଣିଗ୍ରାହୀ):  --

କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତ ସ୍ଥିତ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କର ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା l ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ ପୂଜାରୀ ଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମଲୋଚନ ପଣ୍ଡା ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ନିମନ୍ତେ ବିଭିନ୍ନ ମାର୍ଗଦର୍ଶନ ଦେଇଥିଲେ l ମୁଖ୍ୟବକ୍ତା ଭାବେ ସମାଜ ସେଵୀ ଗୌରଚନ୍ଦ୍ର ପୂଜାରୀ ଯୋଗ ନେଇ ଛାତ୍ରଛାତ୍ରୀ ଗଣ ଉପଯୁକ୍ତ ଶିକ୍ଷା ଲାଭ କରି ଦେଶ ଗଠନରେ ନିଜକୁ ଗଢିବା ପାଇଁ ପରାମର୍ଶ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଜାର୍ଗୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶିଶିର କାନ୍ତ ପଣ୍ଡା, ବାଲିଗୁଡା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ପାଢ଼ୀ, କଡିତଗା ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ମହାପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉତ୍ତୋରତର ଉନ୍ନତି କାମନା କରିଥିଲେ l ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP