Breaking News

ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||     

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକ ମୃତ |

01-Apr-2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକ ପ୍ରାଣ ହରାଇଛନ୍ତି।

  ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:--

ଦିଗପହଣ୍ଡି ଥାନା ଘୋଡ଼ା ହାଡ଼ ରାସ୍ତା ଭୁଷୁଣ୍ଡା ନିକଟରେ ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ନିରଞ୍ଜନ ଗୌଡ ଓ ସୁମିତ ପଣ୍ଡା ନାମକ ଦୁଇ ଜଣ ଯୁବକ ପ୍ରାଣ ହରାଇଛନ୍ତି। ଉକ୍ତ ଦୁଇ ଯୁବକ ଦିଗପହଣ୍ଡି ଠାରୁ କାମ ସାରି ନିଜ ଗାଁ ପାଳଝଡି ଫେରୁଥିବା ବେଳେ ସାମ୍ନା ପଟୁ ଆସୁଥିବା ପଥର ବୋଝେଇ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଗୁରୁତର ଅବସ୍ଥାରେ ସେମାନଙ୍କୁ ଚିକିତ୍ସା ପାଇଁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡ଼ାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା ବେଳେ ପୋଲିସ ଗୋଡ଼ାଇ ଗୋଡ଼ାଇ ନିକଟସ୍ଥ ଶିବ ମନ୍ଦିର ନିକଟରୁ କାବୁ କରିଥିଲେ ଓ ଟ୍ରାକ୍ଟର ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP