Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ପୁରୁଷୋତ୍ତମପୁର ସହର ସ୍ଥିତ ସରସ୍ବତୀ ଶିଶୁ ମନ୍ଦିର ରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ |

01-Apr-2026

ସରସ୍ବତୀ ଶିଶୁ ମନ୍ଦିରରେ ପୁରସ୍କାର ବିତରଣ ଉତ୍ସବ ପାଳିତ ।

      ଓଡିଶା  ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର ସହର ସ୍ଥିତ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି |ଏହି ଉତ୍ସବ ରେ ଉପସଭାପତି ଶ୍ରୀଯୁକ୍ତ ହରିହର ପଣ୍ଡା ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା ଓ ଯୁଗ୍ମ ସମ୍ପାଦକ ଶ୍ରୀଯୁକ୍ତ ଅକ୍ଷୟ କୁମାର ବେହେରା କୋଷାଧକ୍ଷ  ଶ୍ରୀଯୁକ୍ତ ରାଜକିଶୋର ସାସମଲ ଙ୍କ ଉପସ୍ଥିତି ରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡ଼ାକୁଆ ଙ୍କ ତତ୍ତ୍ବବଧାନ ରେ ଶ୍ରୀମତୀ ତ୍ରିପୁରାକୁମାରୀ ପାତ୍ର ପରିଚାଳନା କରିଥିଲେ | ସୁଚିତ୍ରା କୁମାରୀ ପଣ୍ଡା, ନିହାରିକା ଗୁରୁମା, ସଂଗୀତା ଗୁରୁମା ସ୍ବାଗତ କରିଥିଲେ |  ଉକ୍ତ ଉତ୍ସବ କୁ ବେଦାନୁ ସ୍ବାମୀ ପରମ ପୂଜ୍ୟ ସୁଧାନନ୍ଦ ସରସ୍ବତୀ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ  |ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡ଼ାକୁଆ ଆଜିର ଉତ୍ସବ ର ଆଭିମୁଖ୍ୟ ବର୍ଣ୍ଣନା କରିଥିଲେ |ତତପରେ ବୈଦିକ ଯଜ୍ଞ ଅନୁଷ୍ଠିତ  ହୋଇଥୂଲା ହୋମ,ଯଜ୍ଞ ଶେଷରେ ସ୍ବାମୀଜୀ ଶିଶୁ ଭାଇ ଭଉଣୀ ଙ୍କୁ ଚରିତ୍ର ନିର୍ମାଣ ରେ ଅଭିଭାବକ ଙ୍କ ଦାୟିତ୍ବ ଓ କର୍ତ୍ତବ୍ୟ ବିଷୟରେ ବୌଦ୍ଧିକ ପ୍ରଦାନ କରିଥିଲେ ଶିଶୁ ଅରୁଣ ଠାରୁ ଦଶମଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପ୍ରତିଯୋଗିତା ରେ କୃତୀତ୍ବ ଅର୍ଜନ କରିଥ‌ିବା ଶିଶୁଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ପୁରସ୍କାର ବିତରଣରେ ସୁନାଗୁରୁମା, ସଂଗୀତା ଗୁରୁମା ସହଯୋଗ କରିଥିଲେ | ପ୍ରାର୍ଥନା ବିଭାଗ ରେ ଲକ୍ଷ୍ମୀ ଗୁରୁମା ଏବଂ କବିତା ଗୁରୁମା ସହଯୋଗ କରିଥିଲେ | ଏହି ଉତ୍ସବ ରେ ସମସ୍ତ ଗୁରୁଜୀ ଗୁରୁମା, ସେବକ ସେବିକା ସହଯୋଗ କରିଥିଲେ | ପରିଶେଷରେ ସମ୍ପାଦକ ଧନ୍ୟବାଦ ଅର୍ପଣ କରିଥିଲେ |

News Comment

You Might Also Like

BACK TO TOP