Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ଶିଶୁମନ୍ଦିର ରେ ପ୍ରବେଶ ଉତ୍ସବ ଓ ଉତ୍କଳ ଦିବସ ପାଳିତ |

01-Apr-2026

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ପ୍ରବେଶ ଉତ୍ସବ ଓ ଉତ୍କଳ ଦିବସ ପାଳିତ ||

    ଓଡିଶା ଜନ ମତ ବ୍ୟୁରୋ, 

ଆଜି ପୁରୁଷୋତ୍ତମପୁର ସ୍ଥିତ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ ପ୍ରବେଶ ଉତ୍ସବ ଓ ଉତ୍କଳ ଦିବସମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବର ପ୍ରାରମ୍ଭରେ ଶିଶୁ ଭାଇ ଭଉଣୀଙ୍କୁ ବିଦ୍ୟାଳୟର ଗୁରୁଜୀ ଗୁରୁମା ଫୁଲ ଚନ୍ଦନ ଦେଇ ସ୍ବାଗତ କରି ଶୃଙ୍ଖଳିତ ଭାବରେ ପ୍ରବେଶ କରାଇଥିଲେ । ପ୍ରାର୍ଥନା ମଣ୍ଡପରେ ହୋମ କାର୍ଯ୍ୟ ସହିତ ବିଦ୍ୟା ସଂସ୍କାର ଉତ୍ସବ ଅନୁଷ୍ଠିତ ହୋଇଥିଲା । ଉକ୍ତ ହୋମ କାର୍ଯ୍ୟକୁ ପଣ୍ଡିତ ଶ୍ରୀ ବଳରାମ ଦାଶ ମହୋଦୟ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା କରି ଶିଶୁଙ୍କ ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ମଙ୍ଗଳକାମନା କରିଥିଲେ । କିଛି ନୂତନ ଶିଶୁ ଖଡ଼ିଛୁଇଁ ବିଦ୍ୟାରମ୍ଭ କରିଥିଲେ | ତତ୍ ସହିତ ଉତ୍କଳ ଦିବସ ପାଳନ କରାଯାଇଥିଲା । ଏହି ଉତ୍କଳ ଦିବସରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡ଼ାକୁଆଙ୍କ ତତ୍ତ୍ବାବଧାନରେ ଶ୍ରୀମତୀ ପ୍ରମୋଦିନୀ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶ୍ରୀମତୀ ନିବେଦିତା ପଣ୍ଡା ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ ।ଅତିଥି ଭାବରେ ସିଆରସିସି ଶ୍ରୀଯୁକ୍ତ ହେମନ୍ତ କୁମାର ବେହେରା ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶିଶୁ ଭାଇ ଭଉଣୀଙ୍କୁ ଆଜିର ଦିବସର ମହତ୍ବ ବିଷୟରେ କିଛି କଥା କହିଥିଲେ । ତତ୍ ପରେ ଅତିଥି ମହୋଦୟ ଉତ୍କଳ ଦିବସ ପାଳନର ତାତ୍ପର୍ଯ୍ୟ ବିଷୟରେ ଅତି ସୁନ୍ଦର ଭାବରେ ବର୍ଣ୍ଣନା କରିଥିଲେ । ପରିଶେଷରେ ବିଜୟ ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉତ୍ସବରେ ସମସ୍ତ ଗୁରୁଜୀ ଗୁରୁମା ସେବକ, ସେବିକା ଓ ବାହାନ ଚାଳକ ଭାଇମାନେ ଉପସ୍ଥିତ ରହି ସମ୍ପୂର୍ଣ୍ଣ ରୂପେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP