Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

କେନ୍ଦ୍ରୀୟ ବିଦ୍ୟାଳୟ, ଆଇଟି ବିପି ଖୋର୍ଦ୍ଧା ରେ ଉତ୍କଳ ଦିବସ ପାଳିତ |

01-Apr-2026

କେନ୍ଦ୍ରୀୟ ବିଦ୍ୟାଳୟ ଆଇଟିବିପି ଖୋର୍ଦ୍ଧା ରେ ଉତ୍କଳ ଦିବସ ପାଳନ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ:--

କେନ୍ଦ୍ରୀୟ ବିଦ୍ୟାଳୟ ଆଇଟିବିପି ଖୋର୍ଦ୍ଧା ପରିସରରେ ଉତ୍କଳ ଦିବସ ପାଳିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମରେ  ଶରତ ଚନ୍ଦ୍ର ରାଉତ ମୁଖ୍ୟବକ୍ତା,ଦୀପ୍ତି ରଞ୍ଜନ ମହାନ୍ତି, ପ୍ରକାଶ ଚନ୍ଦ୍ର ମୁଦୁଲି ଓ ଯୋଗ ଗୁରୁ ହରି ଚରଣ ଦାଶ ଅତିଥ୍‌ ଭାବରେ ଯୋଗ ଦାନ କରିଥିଲେ। ଅତିଥ୍‌ ମାନଙ୍କ ଦ୍ୱାରା ଦୀପ ପ୍ରଜ୍ବଳନ କରାଯାଇ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ଏହି ଅବସରେ ଶ୍ରୀଯୁକ୍ତ ରାଉତ ମାତୃଭାଷା ପ୍ରତି କିପରି ସମ୍ମାନ ଦିଆଯିବ ଭାଷଣ ମାଧ୍ଯମରେ ଛାତ୍ରଛାତ୍ରୀଙ୍କ ପ୍ରେରଣା ଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ  ରବୀନ୍ଦ୍ର କୁମାର ଝାଙ୍କର ଉତ୍କଳ ଦିବସର ମାହାତ୍ମ୍ୟ ଓ ଛାତ୍ର ଛାତ୍ରୀ ମାନେ ନୁତନ ଶିକ୍ଷା ବର୍ଷରେ କିପରି ଦାୟିତ୍ୱବାନ ଓ ଶୃଙ୍ଖଳିତ ହେବେ ଉଦବୋଧନ ଦେଇଥିଲେ।ଛାତ୍ର ଛାତ୍ରୀମାନଙ୍କ ପାଇଁ ଓଡ଼ିଶା ସମ୍ବନ୍ଧୀୟ ସାଧାରଣ ପରୀକ୍ଷା କରାଯାଇ କୃତି ମାନଙ୍କୁ ପରସ୍କୃତ କରାଯାଇଥିଲା ।ବିଦ୍ୟାଳୟର ନୁତନ ଶିକ୍ଷାବର୍ଷ ଆରମ୍ଭ ହେଉଥ‌ିବାର ଯୋଗଦାନ ଦେଇଥ‌ିବା  ନୂତନ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।ରଚନାତ୍ମକ କୃତୀ ପ୍ରତିଯୋଗୀମାନଙ୍କୁ ଟ୍ରଫି ଓ ମାନପତ୍ର ଦ୍ୱାରା ପୂରସ୍କୃତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ଶିକ୍ଷକ ପ୍ରସନ୍ନ ଗୁରୁ ପରିଚାଳନା କରିଥିଲାବେଳେ ଶିକ୍ଷକ ଶିକ୍ଷୟତ୍ରୀ ପରମେଶ୍ବର ପାଣିଗ୍ରାହୀ,ଧନେଶ୍ବର ମହାପାତ୍ର,ସୁନୀତା ପାତ୍ର, ପ୍ରଜ୍ଞା ପାରମିତା ନାୟକ, ଶୁଭଲକ୍ଷ୍ମୀ ସେନାପତି,ପ୍ରଜ୍ଞା ପ୍ରତିଭା ଘୋଷ ସହଯୋଗ କରିଥିଲେ।ଅଭିଭାବକ ମାନେ ଉପସ୍ଥିତ ରହି ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ। ରିପୋର୍ଟ -ଗୋପାଳ କୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP