Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ପୋଲସରା ରେ ଉତ୍କଳ ଦିବସ ଅବସର ରେ ପଞ୍ଚ ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ ||

01-Apr-2026

ପବିତ୍ର ଉତ୍କଳ ଦିବସ ଅବସରରେ ପୋଲସରାରେ ପାଞ୍ଚ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା , 
ତା ୦୧/୦୪/୨୦୨୬ —

 ଆଜି ପୋଲସରା ପାଇଁ ଏକ ସ୍ମରଣୀୟ ଦିବସ  ପବିତ୍ର ଉତ୍କଳ ଦିବସ ଅବସରରେ ପୋଲସରା ସ୍ଥିତ ଲିଙ୍ଗରାଜ ବାଳିକା ହାଇସ୍କୁଲ ପରିସରରେ ପାଞ୍ଚ ଜଣ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି । ସେମାନେ ହେଉଛନ୍ତି ନ୍ୟାୟମୂର୍ତ୍ତି ଲିଙ୍ଗରାଜ ପାଣିଗ୍ରାହୀ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ଖଲ୍ଲିକୋଟ ଆଠଗଡ଼ ରାଜା ହରିହର ମର୍ଦ୍ଦରାଜ।ଏଥିରେ ଉତ୍କଳ ସ୍ୱାଭିମାନ ମଞ୍ଚ, ପୁରୀର ସଭାପତି ରାଧାକାନ୍ତ ଦାସଙ୍କ ସମେତ  ନିରଞ୍ଜନ ତ୍ରିପାଠୀ, ଲକ୍ଷ୍ମୀଧର ସାମନ୍ତରା, ପ୍ରଭାକର ସାମନ୍ତରା, ଆର୍ତ୍ତତ୍ରାଣ ମଲ୍ଲିକ, ସ୍ଵରରାଜ ମିଶ୍ର, ସୂର୍ଯ୍ୟକାନ୍ତ ଦାସ, ଅଧ୍ୟାପକ ମନୋଜ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ପାଞ୍ଚ ବରପୁତ୍ରଙ୍କୁ  ଭକ୍ତିପୂତ ଭାବେ ପୁଷ୍ପ ମାଲ୍ୟାର୍ପଣ କରାଯିବା ପରେ ଉତ୍ତରୀୟ ପ୍ରଦାନ ଏବଂ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା ।ପରେ ଆୟୋଜିତ ସଭାରେ ମଞ୍ଚ ସଭାପତି ଶ୍ରୀଯୁକ୍ତ ଦାସ ବରପୁତ୍ରଙ୍କ କର୍ମମୟ ଜୀବନ ମଧ୍ୟରେ ଓଡ଼ିଶା ରାଜ୍ୟ ଉନ୍ନତି ଏବଂ ବିକାଶ, ଭାଷା ଓ ସାହିତ୍ୟ ପ୍ରତି କରିଯାଇଥିବା ଅମୂଲ୍ୟ ନିଃସ୍ୱାର୍ଥପର ସେବା ଓ ସହଯୋଗ ସ୍ବରୂପ ଅବଦାନ ଉପରେ ଆଲୋକପାତ କରିବା ସଙ୍ଗେ ସଙ୍ଗେ ପ୍ରତ୍ୟେକ ଦିବସ ଏହି ବରପୁତ୍ର ମାନଙ୍କୁ ପୁଷ୍ପ ମାଲ୍ୟାର୍ପଣ ଏବଂ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଦେବାକୁ ଉପସ୍ଥିତ ଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ପ୍ରେରଣାଦାୟୀ କାର୍ଯ୍ୟକ୍ରମଟି   ଅନୁଷ୍ଠାନର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅମିୟ ପ୍ରସାଦ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ସହଯୋଗରେ ସମ୍ପନ୍ନ  ହୋଇଥିଲା।

News Comment

You Might Also Like

BACK TO TOP