Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ କନକା କ୍ଲଷ୍ଟର ରେ ଖଡିଛୁଆଁ ପ୍ରବେଶ ଉତ୍ସବ ପାଇଁ ଅଭିଭାବକ ଙ୍କୁ ନିମନ୍ତ୍ରଣ ପତ୍ର ବଣ୍ଟନ |

01-Apr-2026

ଖଲ୍ଲିକୋଟ : ଖଡ଼ିଛୁଆଁ ପ୍ରବେଶ ଉତ୍ସବ ପାଇଁ ମଥୁରା, କନକା କ୍ଲଷ୍ଟରରେ ଅଭିଭାବକଙ୍କୁ ନିମନ୍ତ୍ରଣ ପତ୍ର ବଣ୍ଟନ

ଓଡିଶା  ଜନ ମତ ବ୍ୟୁରୋ, 

ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ମଥୁରା କ୍ଲଷ୍ଟର ଅଧୀନସ୍ଥ ଭରସା, ମଥୁରା, ସୋଲବନ୍ଧ କନକା କ୍ଲଷ୍ଟର ଅଧୀନସ୍ଥ ଡିମିରିଆ, ପିତା ଗାଡ଼ିଆ,  ଗୁହାରିଆ ପାଟ ଆଶ୍ରମ ବିଦ୍ୟାଳୟ, ସାନଘାଟି, ନୂତନ ବରପଲ୍ଲୀ, ସମଲ ଆଦି ଗ୍ରାମରେ ପାଞ୍ଚ ବର୍ଷରୁ ଊର୍ଦ୍ଧ୍ୱ ଶିଶୁଙ୍କୁ ଶିଶୁ ବାଟିକା, ଛଅ ବର୍ଷରୁ ଊର୍ଦ୍ଧ୍ୱ ଶିଶୁଙ୍କୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ସକାଶେ ଖଲ୍ଲିକୋଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସରୋଜ କୁମାର ସାମଲ, ବି ଆର ସି ସି ସୁଷମା ଶବର, ସି ଆର ସି ସି ଶୁଭେନ୍ଦୁ ରାଉତ, ଡକ୍ଟର ଦ୍ବାରିକାନାଥ ମହାରଣା, ଶିକ୍ଷକ ପ୍ରଫୁଲ୍ଲ ଶବର, କମଲଜିତ ତ୍ରିପାଠୀ, ସୁରଥ ଦାସ, ସୁନୀଲ କୁମାର ବାଡତ୍ୟା, ସୁକାନ୍ତ ଦାଶ, ବିଦ୍ୟାଧର ଜାଲି, ଶିକ୍ଷୟିତ୍ରୀ ବିଦ୍ୟୁତ ପ୍ରଭା ଦାଶ, ଲଳିତା ନନ୍ଦ, ତପସ୍ୱିନୀ ଜାନି, ରେଣୁକା ବେହେରା, ଲଳିତା ଶବର, ଉର୍ମିଳା ସ୍ୱାଇଁ, ଲକ୍ଷ୍ମୀପ୍ରିୟା ପାତ୍ର, ଲକ୍ଷ୍ମୀପ୍ରିୟା ପ୍ରଧାନ ପ୍ରମୁଖ ପରିକ୍ରମା କରି ଅଭିଭାବକ ଅଭିଭାବିକାଙ୍କୁ ସରକାରୀ ବିଦ୍ୟାଳୟରେ ନାମ ଲେଖାଇବା ପାଇଁ ବୁଝାଇଥିଲେ । ବହୁବିଧ ସରକାରୀ ସୁବିଧା ସୁଯୋଗ ସମ୍ପର୍କରେ ଆଲୋଚନା କରିଥିଲେ ।

ରିପୋର୍ଟ-
ଡକ୍ଟର ଦ୍ବାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP