Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ଉତ୍କଳ ସମ୍ମିଳନୀ ଖୋର୍ଦ୍ଧା ଜିଲ୍ଲା ଶାଖା ତରଫରୁ ଉତ୍କଳ ଦିବସ ପାଳିତ | |

01-Apr-2026

ଉତ୍କଳ ସମ୍ମିଳନୀ ଖୋର୍ଦ୍ଧା ଜିଲ୍ଲା ଶାଖା ତରଫରୁ ଉତ୍କଳ ଦିବସ ଉପଲକ୍ଷେ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ:--

ଉତ୍କଳ ସମ୍ମିଳନୀ ଖୋର୍ଦ୍ଧା ଜିଲ୍ଲା ଶାଖା ତରଫରୁ ଉତ୍କଳ ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଖୋର୍ଦ୍ଧା ସହରର ଗାୟତ୍ରୀ ମଣ୍ଡପ ଠାରେ ଅନୁଷ୍ଠିତ ସଭାରେ ଅଧିବକ୍ତା ଶିବ ସୁନ୍ଦର ପଟ୍ଟନାୟକ  ସଭାପତିତ୍ୱ କରିଥିଲେ। ଓଡିଶାର ଜାତୀୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ସମୂହ ଗାନ ପରେ     କବି ଲକ୍ଷ୍ମୀଧର ବଡଜେନା ଦେଶାତ୍ମବୋଧକ କବିତା ଆବୃତ୍ତି କରିଥିଲେ।  ଉତ୍କଳ ଦିବସ ପାଳନର ତାତ୍ପର୍ଯ୍ୟ ସଂପର୍କରେ ଆଲୋଚନା କରିଥିଲେ ଐତିହାସିକ ସତ୍ୟ ବାଦୀ ବଳିୟାରସିଂହ ।ଓଡିଆର ଅସ୍ମିତା, ଓଡିଆ ଭାଷା ରେ ରାଜ୍ୟ ଶାସନ,ନିମନ୍ତ୍ରଣ ପତ୍ର ଓଡିଆ ରେ ଲେଖିବାକୁ ଉଦାହରଣ ସହ ପରାମର୍ଶ ଦେଇଥିଲେ। ଅଧିବକ୍ତା ବିଜୟ କୁମାର ସାମନ୍ତସିଂହାର ଅଦାଲତରେ ଓଡିଆ ଭାଷା କାର୍ଯ୍ୟକାରିତାର ସପକ୍ଷରେ ନିଜ ବକ୍ତବ୍ଯ ରଖିଥିଲେ। ଶିକ୍ଷାବିତ୍ ଭୀମସେନ ପ୍ରଧାନ ଓଡିଆ ଭାଷାର ସମୃଦ୍ଧି ପାଇଁ ସମସ୍ତେ ଚେଷ୍ଟା କରିବାର ଆବଶ୍ୟକତା ସଂପର୍କରେ ଉଦବୋଧନ ଦେଇଥିଲେ। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତି ଲତା ବଳିୟାରସିଂହ ଦୋକାନ ମାନଙ୍କରେ ଓଡିଆ ରେ ନାମଫଳକ ଲେଖା ଉପରେ ଗୁରୁତ୍ୱ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଯୋଗଦେଇ ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି କୋଷାଧ୍ୟକ୍ଷ ଡ.ବିମଳ ଚନ୍ଦ୍ର ଷଡଙ୍ଗୀ ଉତ୍କଳ ସମ୍ମିଳନୀ ର ବର୍ତ୍ତମାନ ର ସ୍ଥିତି ଓ ସମସ୍ୟା ସଂପର୍କରେ ଆଲୋକପାତ କରିଥିଲେ। ସାମ୍ବାଦିକ ସମରେନ୍ଦ୍ର ବଳିୟାରସିଂ ଉତ୍କଳ ସମ୍ମିଳନୀ ର ଆଭିମୁଖ୍ଯରେ ପରିବର୍ତ୍ତନ କରି ଅଧିକରୁ ଅଧିକ ଯୁବକ ଯୁବତୀ ମାନଙ୍କୁ ସାମିଲ୍ କରିବା ପାଇଁ ମତପୋଷଣ କରିଥିଲେ। ସମ୍ମାନୀତ ଅତିଥି ଭାବେ ଖୋର୍ଦ୍ଧା ଅଧିବକ୍ତା ସଂଘର ସାଧାରଣ ସଂପାଦକ ଲିଙ୍ଗରାଜ ସାହୁ ଉତ୍କଳ ସମ୍ମିଳନୀ ର କାର୍ଯ୍ୟଧାରା  ର ଭୃୟସୀ ପ୍ରଶଂସା କରିଥିଲେ। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖୋର୍ଦ୍ଧା ଅଧିବକ୍ତା ସଂଘର ସଭାପତି ଲୋତକବିନ୍ଦୁ ପଟ୍ଟନାୟକ ଅଦାଲତରେ ପ୍ରାୟ କାର୍ଯ୍ୟ ଓଡିଆ ଭାଷାରେ ହେଉଥିବା ପ୍ରକାଶ କରିଛନ୍ତି। ବିଚାରାଳୟ ମାନଙ୍କ ରେ ବିଚାରପତି ମାନେ ଏବାବଦରେ ସହଯୋଗ କରୁଥିବା ସୂଚନା ଦେଇଛନ୍ତି। ସଭାପତି ଶିବ ସୁନ୍ଦର ପଟ୍ଟନାୟକ ନବ ନିର୍ବାଚିତ ଖୋର୍ଦ୍ଧା ଅଧିବକ୍ତା ସଂଘର ସଭାପତି ଓ ସଂପାଦକ ଉଭୟଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଶେଷରେ ସଂପାଦକ ପ୍ରସନ୍ନ କୁମାର ପଟ୍ଟନାୟକ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଡ.ପ୍ରଫୁଲ୍ଲ କୁମାର ସାମନ୍ତରାୟ, ସୁବାସ ଚନ୍ଦ୍ର ସାମନ୍ତରାୟ, ବୀର ଦୁଃଶାସନ ପ୍ରଧାନ, ପ୍ରସନ୍ନ କୁମାର ମିଶ୍ର, କୃଷ୍ଣଚନ୍ଦ୍ର ହରିଚନ୍ଦନ, ମୃତ୍ୟୁଞ୍ଜୟ ଛୋଟରାୟ, ଇତିଶ୍ରୀ ସାହୁ ପ୍ରମୁଖ ଯୋଗ ଦେଇ ଥିଲେ ।

News Comment

You Might Also Like

BACK TO TOP