Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ବୁଗୁଡ଼ା ଆଇନ ଯିଵି ସଙ୍ଘ ନବ ନିର୍ବାଚିତ ସଦସ୍ୟ ଙ୍କ ଶପଥ ପାଠ ଅନୁଷ୍ଠିତ |

02-Apr-2026

ବୁଗୁଡ଼ା ଆଇନଜୀବି ସଂଘ ନବ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ ଓ ଉତ୍କଳ ଦିବସ ପାଳିତ l

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା.୦୨/୦୪/୨୦୨୬:- 

ରାଜ୍ୟସାରା ସମସ୍ତ କୋର୍ଟ ମାନଙ୍କର ଆଇନଜୀବି ସଂଘର ନିର୍ବାଚନ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଆଇନଜୀବି ସଂଘରେ ନିର୍ବାଚନ ହୋଇଥିଲା l ପ୍ରତିଦ୍ବନ୍ଦୀଙ୍କ ଠାରୁ ବିଜୟୀ ହୋଇଥିବା ଆଇନଜୀବିମାନେ ଉତ୍କଳ ଦିବସ ଆନୁକୂଲ୍ୟରେ ଶପଥ ପାଠ କରିବା ସହ ଉତ୍କଳ ଦିବସ ପାଳନ କରିଥିଲେ l ଆଇନଜୀବି ସଂଘର ନିର୍ବାଚନ ଅଧିକାରୀ ସତ୍ୟ ନାରାୟଣ ମିଶ୍ର ଓ କମିଟି ସଦସ୍ୟ ସରୋଜ କୁମାର ଦାଶ ନୂତନ ସଦସ୍ୟ ସଭାପତି ମାନସ କୁମାର ଦାଶ,ଉପସଭାପତି ସୁବ୍ରତ କୁମାର ପଟ୍ଟନାୟକ, ସମ୍ପାଦକ ଶ୍ୟାମସୁନ୍ଦର ବିଷୋୟୀ,ସହସମ୍ପାଦକ ମନୋଜ କୁମାର ପାଣିଗ୍ରାହୀ,କୋଷାଧ୍ୟକ୍ଷ କାଁହ୍ନୁ ଚରଣ ସାହୁ ପ୍ରମୁଖଙ୍କୁ ଶପଥ ପାଠ କରାଇଥିଲେ ତା`ସହ ନୂତନ ସଭାପତି ମାନସ କୁମାର ଦାଶଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସୁଧାଶ୍ରୀ ସୁରଝାଲିଆ, ମୁଖ୍ୟ ବକ୍ତା ଗୌରୀ ଶଙ୍କର ମିଶ୍ର ଯୋଗଦାନ କରିଥିବା ବେଳେ ଅନ୍ୟାନ୍ୟ ସମ୍ମାନୀତ ଅତିଥି ଭାବେ ଡ଼. ଦୟାନିଧି ରାଉତ ଏବଂ ବରିଷ୍ଠ ଆଇନଜୀବି ସରୋଜ କୁମାର ସାହୁ ମଞ୍ଚାସୀନ ରହିଥିବା ବେଳେ ବରିଷ୍ଠ ଆଇନଜୀବି ହର ପ୍ରସାଦ ଦାଶ ସଂଯୋଜନା କରିଥିଲେ l ଏହି କାର୍ଯ୍ୟକ୍ରମରେ ବହୁ ଆଇନଜୀବିଙ୍କ ସମେତ ବୁଦ୍ଧିଜୀବିମାନେ ଉପସ୍ଥିତ ରହିଥିଲେ।

News Comment

You Might Also Like

BACK TO TOP