Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ବ୍ରହ୍ମପୁର ପୌର ନିଗମ ର ଷ୍ଟାଣ୍ଡିଙ୍ଗ କମିଟି ବୈଠକ ଅନୁଷ୍ଠିତ |

03-Apr-2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ।(

ଓଡିଶା ଜନ ମତ , କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:--
ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ ଙ୍କ ଅଧ୍ୟକ୍ଷତାରେ ନିଗମର ଷ୍ଟାଣ୍ଡିଂ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କମିଶନର ଏ ସାସ୍ୟା ରେଡ଼ି, ଡେପୁଟି ମେୟର ଇ ବିବେକ ରେଡ଼ି, ଅତିରିକ୍ତ କମିଶନର କଲ୍ୟାଣୀ ସଂଘମିତ୍ରା ଓ ବହୁ ଅଧିକାରୀ ସମେତ କର୍ପୋରେଟର ଟି କିଶୋର ପାତ୍ର,ସଂଜୀତ ପାଣିଗ୍ରାହୀ,ପ୍ରଶାନ୍ତ କୁମାର ପଟ୍ଟନାୟକ, ନୀଳକଣ୍ଠ ସାହୁ,ଧୀରେଶ କୁମାର ସାବତ, ଏନ୍ ଆପ୍ପା ରାଓ ଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ଯୋଗଦେଇଥିଲେ। ଅନୁଷ୍ଠିତ ବୈଠକରେ ସହର ପରିସରରେ ଥିବା ବିଭିନ୍ନ ଦୋକାନ, ବ୍ୟବସାୟ ଅନୁଷ୍ଠାନ, ଓ ଘରୋଇ ଟିକସ ଆଦାୟ ବିଷୟରେ ଆଲୋଚନା ହୋଇଛି। ଏତଦବ୍ୟତୀତ ସହର ର ସର୍ବାଙ୍ଗୀନ ଉନ୍ନତି ପାଇଁ ଅର୍ଥ ର ଆବଶ୍ୟକତା ରହିଛି। ଏହି ଭଳି ପରିସ୍ଥିତିରେ ଟିକସ ବୃଦ୍ଧି ନିମନ୍ତେ କେଉଁ ପଦକ୍ଷେପ ର ଆବଶ୍ୟକତା ରହିଛି ବୋଲି କର୍ପୋରେଟର ଟି କିଶୋର କୁମାର ପାତ୍ର ବକ୍ତବ୍ୟ ରଖିଥିଲେ।

News Comment

You Might Also Like

BACK TO TOP