Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ପୋଲସରା ରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ -2026ର ଶୁଭାରମ୍ଭ ||

04-Apr-2026

ପୋଲସରାରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ- ୨୦୨୬ ଶୁଭାରମ୍ଭ।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
 ୦୪.୦୪.୨୦୨୬:-

 ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ "ସଭିଏଁ 
ସ୍କୁଲ ଯିବା" ସ୍ଲୋଗାନକୁ ସାକାର କରିବା ସକାଶେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ପୋଲସରା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ହର୍ଷବାବୁ ଖାଡ଼ଙ୍ଗାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କାର୍ଯ୍ୟାଳୟ ପକ୍ଷରୁ ଏକ ସଚେତନତା ରଥ ବାହାର କରାଯିବା ପରେ ସ୍ଥାନୀୟ ପିଏମ୍ ଶ୍ରୀ ଗୋପବନ୍ଧୁ ହାଇସ୍କୁଲ ପରିସର ସ୍ଥିତ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ଉଦଘାଟକ ଭାବେ ବିଡିଓ ଶଶିଭୂଷଣ ମହାପାତ୍ର ଯୋଗଦେଇଥିବା ବେଳେ  ମୁଖ୍ୟଅତିଥି ଭାବେ ତହସିଲଦାର ଦିପ୍ତିମୟୀ ପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ପ୍ରତିନିଧି ଭାବେ ପୋଲସରା ପୌର ପରିଷଦ କାଉନସିଲର ଯଜ୍ଞ ନାରାୟଣ ସାହୁ ଏ ବିଇଓ ସୁବାସିନୀ ତ୍ରିପାଠୀ, ଉକ୍ତ ପିଏମ୍ ଶ୍ରୀ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଭାକର ପ୍ରଧାନ ଯୋଗଦେଇଥିଲେ । ସୂଚନା ଯୋଗ୍ୟ ଯେ ଯେଉଁ ଅଙ୍ଗନୱାଡ଼ି ଶିକ୍ଷା ସମାପ୍ତ କରି ଆସନ୍ତ ସେପ୍ଟେମ୍ବର ମାସ ସୁଦ୍ଧା ୫ ବର୍ଷ ପୂରଣ କରିବେ, ସେମାନେ ଶିଶୁ ବାଟିକାରେ ନାମ ଲେଖାଇ ପାରିବେ। ସେହିପରି ଛଅ ବର୍ଷ ପୂରଣ କରିଥିବା ଛାତ୍ରଛାତ୍ରୀମାନେ ପ୍ରଥମ ଶ୍ରେଣୀରେ ଭର୍ତ୍ତି ପାଇଁ ଯୋଗ୍ୟ ହେବେ। ପ୍ରାରମ୍ଭରେ ବିଡ଼ିଓ ଏବଂ ତହସିଲଦାର ଉଭୟ ଅତିଥୀ ବୃନ୍ଦ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମକୁ  ଶୁଭ ଉଦଘାଟନ ଏବଂ ଏହି ଅବସରରେ  ଅତିଥି ଦ୍ୱୟ ଚଳିତ ବର୍ଷ ପ୍ରଥମ କରି ନାମ ଲେଖାଇଥିବା ବାଲବାଟିକା ଏବଂ  ପାଞ୍ଚ ବର୍ଷ ପୂର୍ଣ୍ଣ କରି ଛଅ ବର୍ଷ ପଦାର୍ପଣ କରି ପ୍ରଥମ ଶ୍ରେଣୀରେ ଲେଖାଇବାକୁ ଥିବା ଛାତ୍ରଛାତ୍ରୀମାନଙ୍କୁ  ଖଡି ଓ ସିଲଟ  ବ୍ୟବହାର କରାଇ ଓଁ ଲେଖାଇ "ଖଡ଼ିଛୁଆଁ" ଶୁଭାରମ୍ଭ କରିଥିଲେ। ଏବଂ ପିଲାମାନଙ୍କର ଭବିଷ୍ୟତ ଉଜ୍ଜ୍ଵଳ କାମନା କରିଥିଲେ । ଏହି ସମୟରେ ନିକଟରେ ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ, ସିଆରସିସି ବୃନ୍ଦ   ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି  ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଆସନ୍ତା ୦୭  ତାରିଖ ମଙ୍ଗଳବାର ଦିବସ  ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଆଜି ପ୍ରଥମ ଦିବସରେ ପୋଲସରା ପୌର ପରିଷଦ ସ୍ଥିତ ପ୍ରତିଷ୍ଠିତ ଲିଙ୍ଗରାଜ ବାଳିକା ହାଇସ୍କୁଲ ଓ ବାଲୁଙ୍କେଶ୍ଵର ଉଚ୍ଚ ବିଦ୍ୟାଳୟ ରାଣୀପଡା, ଏକ୍ସବୋର୍ଡ୍ ବାଳକ ଓ ବାଳିକା ବିଦ୍ୟାଳୟ, ବ୍ଲକର ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟ ସମେତ ଅନେକ ସରକାରୀ ବିଦ୍ୟାଳୟ ଗୁଡିକରେ  ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

News Comment

You Might Also Like

BACK TO TOP