Breaking News

ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||     

ଅବକାରୀଗୋଇନ୍ଦା ବିଭାଗ ର ଚଢ଼ାଉ ବିପୁଳ ପରିମାଣ ର ଗଞ୍ଜେଇ ସହ ଏକ କାର ଜବତ |

05-Apr-2026

ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଚଢ଼ାଉ, ବିପୁଳ ପରିମାଣର ଗଞ୍ଜେଇ ସହ ଗୋଟିଏ କାର୍ ଜବତ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:--

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଆଜି ବଢ଼ି ଭୋରରେ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ସଦଳବଳେ ସହର ଉପକଣ୍ଠ ଅଙ୍କୁଶପୁର ଛକରେ ଛକି ରହିଥିବା ବେଳେ ଗୋଟିଏ ଟାଟା ଇଣ୍ଡିଗୋ କାର କୁ ଅଟକାଇ ଥିଲେ। କିନ୍ତୁ ଗାଡ଼ି ପାଖେଇ ରଖି ଅନ୍ଧାରର ସୁଯୋଗ ନେଇ ଦୁଇ ଜଣ ଅଜଣା ବ୍ୟକ୍ତି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନେ ଅଟକ କାର୍ କୁ ଯାଞ୍ଚ କରିବା ବେଳେ ସେ ଭିତରେ ଥିବା ୬୦ କିଲୋ ଗଞ୍ଜେଇ ବାହାର କରି ଗାଡ଼ି କୁ ଜବତ କରି କାର୍ଯ୍ୟାଳୟ ରେ ଆଣି ରଖିଛନ୍ତି ଓ ଗାଡ଼ି ନଂ କୁ ଯାଞ୍ଚ କରି ଅଭିଯୁକ୍ତ ଗଞ୍ଜେଇ ଚାଲାଣ କରାଯିବ ବୋଲି ଅବକାରୀ ଗୋଇନ୍ଦା ବିଭାଗ ଡିଏସପି ଙ୍କ ଠାରୁ ସୁଚନା ମିଳିଛି।

News Comment

You Might Also Like

BACK TO TOP