Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ବାଘଛାଲ ବିକ୍ରି ଅଭିଯୋଗ ରେ ଜଣେ ବ୍ୟକ୍ତି ଙ୍କୁ ଗିରଫ କଲା ବନ ବିଭାଗ | |

05-Apr-2026

ବାଘ ଛାଲ ବିକ୍ରି କରିବା ଅଭିଯୋଗରେ ଜଣେ ଗିରଫ

ଓଡିଶା ଜନମତ, ବାଲିଗୁଡା, ତା, ୦୫/୦୪,

ସଞ୍ଜୟ କୁମାର ପାଣିଗ୍ରାହୀ:--

 କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବନାଞ୍ଚଳ ଅଧୀନରେ ଥିବା ଚକାପାଦ ବ୍ଲକ୍ ବ୍ରାହ୍ମଣପାଦ ପଞ୍ଚାୟତ ରିଙ୍ଗିବାଡ଼ି ଗ୍ରାମ ନିକଟରେ ବନ ବିଭାଗ ଚଢ଼ଉ କରି ଏକ କଲରାପତରିଆ ବାଘଛାଲ ଜବତ କରିଛି। ବାଘ ଛାଲର ଲମ୍ବ ୧୬୮ ସେଣ୍ଟିମିଟର ହୋଇଥିବା ବେଳେ ଏହାକୁ ବିକ୍ରି କରିବା ଅଭିଯୋଗରେ ଅଭିଯୁକ୍ତ ପଙ୍କଜ କହଁର କୁ ବନ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛି। ପଙ୍କଜ ଉକ୍ତ ବାଘ ଛାଲକୁ ବିକ୍ରି କରିବାକୁ ଆଣୁଥିବା ବେଳେ ଟିକାବାଲି ବନ କର୍ମଚାରୀ କୌଣସି ସୂତ୍ରରୁ ଖବର ପାଇ ଚଢ଼ଉ କରି ଏହାକୁ ଜବତ କରିଥିଲେ । ଏନେଇ ବନ୍ୟା ପ୍ରାଣୀ ସଂରକ୍ଷଣ ଆଇନ୍ ପ୍ରକାରେ ଏକ ମାମଲା ରୁଜୁ ହେବା ସହ ଏହି ଘଟଣା ରେ ଆଉ କିଏ କିଏ ସାମିଲ ଅଛନ୍ତି, ସେ ନେଇ ତଦନ୍ତ ଅବ୍ୟାହତ ଥିବା ବିଷୟ ବନାଞ୍ଚଳ ଅଧିକାରୀ ରଶ୍ମିରଂଜନ ସ୍ବାଇଁ ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP