Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଘୁମୁସର ର ସ୍ୱର ର 160 ତମ ସାହିତ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ |

05-Apr-2026

*"ଘୁମୁସର ର ସ୍ବର"ର ୧୬୦ତମ ସାହିତ୍ୟ ଆଲୋଚନା ଚକ୍ରରେ*
*କବି ଡାକ୍ତର ରାଜେନ୍ଦ୍ର କୁମାର ବେହରା ସମ୍ବର୍ଦ୍ଧିତ*

 ଓଡିଶା ଜନ ମତ, ବୁଗୁଡ଼ା,କୁମୁଦ ଚନ୍ଦ୍ର ବେହେରା:--

ଓଡ଼ିଆ ଭାଷା ସାହିତ୍ୟ କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ "ଘୁମୁସର ର ସ୍ବର" ବାଲିପଦର ପକ୍ଷରୁ ଚୈତ୍ର ପୁର୍ଣ୍ଣିମା ଅବସରରେ ୧୬୦ତମ ଆଲୋଚନା ଚକ୍ର, ସମ୍ବର୍ଦ୍ଧନା ସଭା ଓ କବିତା ଆସର ବାଲିପଦର ଫ୍ରେଣ୍ଡସ୍ କ୍ଳବ୍ ଠାରେ ପ୍ରତିଷ୍ଠାନର ସଭାପତି ତଥା ବାଲିପଦର କଲେଜର ପ୍ରାକ୍ତନ ଅଧ୍ଯକ୍ଷ ଡକ୍ଟର ବି. ପ୍ରକାଶ ଚନ୍ଦ୍ର ପାତ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ ହୋଇଯାଇଛି। ଯୁବ ସମାଜସେବୀ ଜି.ସଞ୍ଜୀବ କୁମାର ପାତ୍ର କବିସମ୍ରାଟ ଉପେନ୍ଦ୍ରଭଞ୍ଜଙ୍କ ଫଟୋଚିତ୍ରରେ  ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦ୍ ଘାଟନ କରିଥିଲେ। ମୁଖ୍ଯ ଅତିଥି ଭାବେ ଭଞ୍ଜନଗର ଉପଖଣ୍ଡ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ଯୋଗଦେଇ ଘୁମୁସର ଅଞ୍ଚଳର ପ୍ରାଚୀନ ସାହିତ୍ୟ କୃତିକୁ ସଂରକ୍ଷଣ କରି ରଖିବା ଆମର ନୈତିକ କର୍ତ୍ତବ୍ଯ ବୋଲି ମତବ୍ୟକ୍ତ କରିଥିଲେ। ବରେଣ୍ୟ ଅତିଥି ଆନ୍ତର୍ଜାତିକ ଖ୍ୟାତି ସମ୍ପର୍ଣ୍ଣ ଡାକ୍ତର ରାଜେନ୍ଦ୍ର କୁମାର ବେହେରାଙ୍କ ସାହିତ୍ୟ କୃତିକୁ ସମ୍ମାନ ଜଣାଇ ପ୍ରତିଷ୍ଠାନ ପକ୍ଷରୁ "ଘୁମୁସର ର ସ୍ବର" ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇ ଥିଲା। ଅନ୍ୟ ତମ ଅତିଥି ଭାବେ ଡ.ବ୍ରଜ କିଶୋର ପାଢ଼ୀ, ଡ. ସୂର୍ଯ୍ୟ ନାରାୟଣ ପଣ୍ଡା, ଅଧ୍ୟାପକ ଦେବାଶିଷ ସ୍ବାଇଁ, ପ୍ରଧାନ ଶିକ୍ଷକ ଇ.ନିଳାଞ୍ଚଳ ପାତ୍ର, ନୟନୀ ମହାରଣା,ରାଜେନ୍ଦ୍ର ମହାରଣା ଯୋଗଦେଇ ବକ୍ତବ୍ଯ ପ୍ରଦାନ କରି ଥିଲେ। ସନ୍ୟାସୀ ମହାରଣା, କୁଶ ବଷୋୟୀ, ଧ୍ରୁବ ପାଣିଗ୍ରାହୀ, କେ.ରାଘବ ପାତ୍ର, ପଦ୍ମଲୋଚନ ଗୌଡ଼, ଜି.ମନୋଜ କୁମାର ପାତ୍ର ସହଯୋଗ କରିଥିଲେ। ଶେଷରେ ଫ୍ରେଣ୍ଡସ୍ କ୍ଳବ୍ ସଭାପତି ଦେବନାଥ ରଣା ଧନ୍ଯବାଦ ଅର୍ପଣ କରିଥିଲେ। ମାନସୀ ଗୌଡ ଭଞ୍ଜ ସଙ୍ଗୀତ ପରିବେଷଣ କରିଥିବା ବେଳେ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଶିକ୍ଷୟତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

News Comment

You Might Also Like

BACK TO TOP