Breaking News

ଜ୍ୟୋତିଷ ବିଶାରଦ ବାଇକୋଳି ଙ୍କ 116ତମ ଜୟନ୍ତୀ ପାଳିତ |    (23-Dec-2024)       ||      ମାଳ ଦ୍ୱୀପ ରେ ଫସିଥିବା ଦାଦନ ଶ୍ରମିକ ଙ୍କୁ ଉଦ୍ଧାର କରିବାଜୁ ପ୍ରଶାସନ ଙ୍କୁ ଅନୁରୋଧ |    (23-Dec-2024)       ||      ମାରଦା ମହୋତ୍ସବ ପାଈଁ ଶୁଭଖୁଣ୍ଟି ସ୍ଥାପନ |    (23-Dec-2024)       ||      କରଚୁଲି ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ନୂଆଁ ବର୍ଷରୁ ମାସିକିଆ ମିଳିବ ରାସନ ||   (23-Dec-2024)       ||      ପୋଲସରା ହାତୀଓଟ ଆଦର୍ଶ ବିଦ୍ୟାଳୟ ର 3ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ବୁଗୁଡ଼ା ବ୍ଲକ ଅଙ୍ଗନ ୱାଡି କର୍ମୀ ସମ୍ମିଳନୀ |    (23-Dec-2024)       ||      ପୋଲସରା ଏନଏସିରେ ଚଞ୍ଚକତା କରି ଧନିବ୍ୟକ୍ତି ପାଇଛନ୍ତି ଆବାସ ଯୋଜନା |    (23-Dec-2024)       ||      ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||     

ଜାତୀୟ ପୋଷ୍ୟ ସନ୍ତାନ ସଚେତନତା ଅଭିଯାନ ||

27-Nov-2024

ଜାତୀୟ ପୋଷ୍ୟ ସନ୍ତାନ ସଚେତନତା ଅଭିଯାନ,

           ଓଡିଶା ଜନମତ  ବ୍ୟୁରୋ,

ବାଲିଗୁଡା : -- କନ୍ଧମାଳ ଜିଲ୍ଲା ସ୍ତରୀୟ ଜାତୀୟ ପୋଷ୍ୟ ସନ୍ତାନ ସଚେତନତା ଅଭିଯାନ -୨୦୨୪ ବାଲିଗୁଡା ସ୍ଥିତ ବନବାସୀ ସେବା ସମିତି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିଶୁ ସୁରକ୍ଷା ଶାଖା ଓ ସ୍ଵେଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତି ର ମିଳିତ ଆନୁକୁଲ୍ୟ ରେ ଆୟୋଜିତ ସଚେତନତା ଶିବିରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ,କର୍ମଚାରୀ , ଶିଶୁ ବିକାଶଅଧିକାରୀ ,ଅଙ୍ଗନୱାଡି କର୍ମୀ ,ଆଶା ଦିଦି ଓ ବିଭିନ୍ନ ସ୍ଵେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତାଯୋଗ ଦେଇଥିଲେ । ସଚେତନତା ଶିବିରକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମୀତା କରନ ସଭାପତିତ୍ଵ କରିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଶିଶୁ ସୁରକ୍ଷା ଅଧିକାରୀ ସୁନୀଲ କୁମାର ପ୍ରଧାନ ଅତିଥି ମାନଙ୍କ ପରିଚୟ ପ୍ରଦାନ ସହ ଆସନ ଗ୍ରହଣ କରିବା ପାଇଁ ମଞ୍ଚ କୁ ଆମନ୍ତ୍ରଣ କରିଥିଲେ । ମଞ୍ଚ ରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମୀତା କରନ, ଶିଶୁ ମଙ୍ଗଳ ସମିତି ସଦସ୍ୟ ମମତା ଦାସ ,କିଶୋର ନ୍ୟାୟ ବୋର୍ଡ ସଦସ୍ୟ ରଞ୍ଜିତା କାମ୍ପ ,ବନବାସୀ ସେବା ସମିତି ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା, ପୋଷ୍ୟ ସନ୍ତାନ ଗ୍ରହଣ ନିର୍ଦେଶକ ରବୀନ୍ଦ୍ର କୁମାର ପଣ୍ଡା ପୋଷ୍ୟ ସନ୍ତାନ ପରିଚାଳକ ସରୋଜ କୁମାର ଅଲଟିଆ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଚଳିତ ମାସ କୁ ଜାତୀୟ ପୋଷ୍ୟ ସନ୍ତାନ ସଚେତନତା ଅଭିଯାନ ମାସ ଭାବେ ଗ୍ରହଣ କରାଯାଇଥିବା ବେଳେ ପୋଷ୍ୟ ସନ୍ତାନ ମାନଙ୍କୁ କିଭଳି ଆଇନ ସନମ୍ମତ ଭାବେ ଗ୍ରହଣ କରାଯାଇ ପାରିବ ,ଅବାଞ୍ଛିତ ଓ ଅବହେଳିତ ହୋଇ ରହିଥିବା ଶିଶୁ ମାନ ଙ୍କୁ ଚିହ୍ନଟ କରି କିଭଳି ମୁଖ୍ୟ ସ୍ରୋତ କୁ ଅଣାଯାଇ ପାରିବ ଓ ବାଲ୍ୟ ବିବାହ କୁ ରୋକା ଯାଇ ପାରିବ ସେ ସପର୍କ ରେ ପୋଷ୍ୟ ସନ୍ତାନ ଗ୍ରହଣ ନିର୍ଦେଶକ ରବୀନ୍ଦ୍ର କୁମାର ପଣ୍ଡା ପ୍ରାଞ୍ଜଳ ଭାବେ ବୁଝାଇ ଥିଲେ । ଏହି ସଚେତନତା ଅଭିଯାନ ଶିବିର ରେ ବାଲି ଗୁଡା ସିଡିପିଓ କ୍ରିଷ୍ଠାପଣ୍ଡା      ,  ଟିକାବାଲି ସିଡିପିଓ ପାନମଣି ହଁସଦା ,କୋଟଗଡ ସିଡିପିଓ ଏସ. ଲକ୍ଷ୍ମୀ ,,ରାଇକିଆ ସିଡିପିଓ ମୌନାବତୀ ପାତ୍ର ସମେତ ଜିଲ୍ଲାର ୧୨ ବ୍ଲକ ର ମହିଳା ଓ ଶିଶୁ ବିକାଶ ଅଧିକାରୀ ସୁପରଭାଇଜର ପ୍ରମୁଖ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP