Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

ଖୋର୍ଦ୍ଧା ରେ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ଷଷ୍ଟ ଦିନରେ ସ୍ୱଛତା ଅଭିଯାନ |

06-Apr-2026

ଖୋର୍ଦ୍ଧା ରେ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ଷଷ୍ଠ ଦିନରେ ସ୍ବଚ୍ଛତା ଅଭିଯାନ, 
ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ:--

ଓଡ଼ିଶା ସରକାର ଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟର ସମସ୍ତ ଜିଲ୍ଲାରେ ଓଡ଼ିଆ ପକ୍ଷ ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପଣା ସଂକ୍ରାନ୍ତି ତଥା ମହା ବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଆରମ୍ଭ ପର୍ଯ୍ୟନ୍ତ ପାଳନ କରାଯାଉଅଛି l ଏହି ଉପଲକ୍ଷେ ଆଜି ଅପ୍ରେଲ ୬ ତାରିଖ ବିଭିନ୍ନ ଦେବାଳୟ ଓ ଐତିହ୍ୟ ସ୍ଥଳୀ ଗୁଡିକରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଜିଲ୍ଲା ସ୍ତରୀୟ ସ୍ବଚ୍ଛତା କାର୍ଯ୍ୟକ୍ରମ ନିମନ୍ତେ  ଜିଲ୍ଲା ସଦର ମହକୁମା ବରୁଣେଇ ମନ୍ଦିର ପୀଠ ଠାରେ ସଫେଇ କାର୍ଯ୍ୟ ନିର୍ବାହୀ ଅଧିକାରୀ, ପୌର ପରିଷଦ, ଖୋର୍ଦ୍ଧା ସିଦ୍ଧାର୍ଥ ପଟ୍ଟନାୟକ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ କାର୍ଯ୍ୟକ୍ରମରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ କନକ ଲକ୍ଷ୍ମୀ ମହାନ୍ତି,ଉପାଧ୍ୟକ ସୌର୍ଯ୍ୟ ରଞ୍ଜନ ମହାନ୍ତି, ଖୋର୍ଦ୍ଧା ପୌର ପରିଷଦ ସମସ୍ତ ୱାର୍ଡ ସଭ୍ୟା ଓ ସଭ୍ୟ, ସ୍ୱେଚ୍ଛା ସେବୀ ସଂଗଠନ କର୍ମକର୍ତ୍ତା ମାନେ ଯୋଗ ଦେଇ ସ୍ବଚ୍ଛତା ଅଭିଯାନରେ ସାମିଲ ହୋଇଥିଲେ l ଅତିଥି ମାନେ ଓଡ଼ିଆପକ୍ଷ ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ଵନ୍ଧରେ ଆଲୋକପାତ କରିବାସହ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ନିର୍ମାଣ ପାଇଁ ସ୍ବଚ୍ଛତା ଅତି ଜରୁରିବୋଲି ଉଦବୋଧନ ପ୍ରଦାନ କରିଥିଲେ l ନିଜର ଘର,ବାଡ଼ି, ବଗିଚା, ଶିକ୍ଷାନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ ପରିସର ତଥା ବିଭିନ୍ନ ଐତିହ୍ୟ ଓ ଦେବାଳୟ ସ୍ଥାନ, ସର୍ବସାଧାରଣ ସ୍ଥାନ ଗୁଡ଼ିକୁ ସଫା ସୂତରା ରଖିବାକୁ ହେଲେ ଆମେ ସମସ୍ତେ ଯତ୍ନବାନ ହେବା ଜରୁରୀ ବୋଲି ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ l

News Comment

You Might Also Like

BACK TO TOP