Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଖଲ୍ଲିକୋଟ ରେ ବିଜେପି ର 47 ତମ ସ୍ଥାପନ ଦିବସ ପାଳିତ |

06-Apr-2026

ଖଲ୍ଲିକୋଟ ରେ ବିଜେପିର ୪୭ ତମ ସ୍ଥାପନା ଦିବସ ପାଳିତ।

ଓଡିଶା ଜନ ମତ,ଖଲ୍ଲିକୋଟ ୬-୪-୨୦୨୬ ,

  ବିକାଶ କୁମାର  ସାହୁ :--

 ଖଲ୍ଲିକୋଟ ବିଜେପି ପକ୍ଷରୁ ବିଜେପି ର ୪୭ ତମ ସ୍ଥାପନା ଦିବସ ସୋମବାରେପାଳିତ ହୋଇଯାଇଛି ।ସୋମବାର ସନ୍ଧ୍ୟାରେ ଖଲ୍ଲିକୋଟ ବିଧାୟକ ଙ୍କ ବାସଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ, ଗଞ୍ଜାମ ଜିଲ୍ଲା ପ୍ରଭାରୀ ପ୍ରକାଶ ମଙ୍ଗରାଜ, ରାଜ୍ୟ ଏସି ମୋର୍ଚ୍ଚା ସମ୍ପାଦକ ମନୋରଞ୍ଜନ ବେହେରା, ଜିଲ୍ଲା ଉପ ସଭାପତି ସ୍ୱପ୍ନା କୁମାରୀ ପ୍ରଧାନ, ଯୁବ ବିଜେପି ନେତା କାଳୁରାମ ମହାରଣା, ବରିଷ୍ଠ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ । ପ୍ରଥମେ ବିଧାୟକ ଶ୍ରୀ ସେଠୀ ବିଜେପି ପତାକା ଉତ୍ତୋଳନ କରିବା ସହ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଓ ଜିଲ୍ଲା ପ୍ରଭାରୀ ପ୍ରକାଶ ମଙ୍ଗରାଜ ଦଳୀୟ ଶୃଙ୍ଖଳା ସହ ରାଜ୍ଯ ଓ କେନ୍ଦ୍ର ସରକାରଙ୍କ ଜନହିତକର ଯୋଜନାମାନ ସଂପର୍କରେ ଆଲୋକପାତ କରିଥିଲେ । ଯେପରି ରାଜ୍ଯର ବିକାଶ ଘଟିବ ସେଥିନେଇ ସମସ୍ତ କର୍ମୀମାନେ ଜନସାଧାରଣଙ୍କ ନିକଟତର ହୋଇ କାର୍ଯ୍ଯ କରିବାକୁ ପରାମର୍ଶ ଦେଇଥିଲେ ।  କାର୍ଯ୍ୟକ୍ରମରେ ଯୁବ ନେତା ପ୍ରଦୀପ୍ତ କୁମାର ପଟ୍ଟନାୟକ, ତାଳପଡ଼ା ସରପଞ୍ଚ ମନୋଜ କୁମାର ସେଠୀ, ବରିଷ୍ଠ ବିଜେପି ନେତା ପଦ୍ମ ଚରଣ ସୁବୁଦ୍ଧି, ନିରଞ୍ଜନ ନାୟକ, ମୃତ୍ୟୁଞ୍ଜୟ ରାଉଳ, ମଣ୍ଡଳ ସଭାପତି ପଙ୍କଜ ମାଝୀ, ଅଟଳ ଯୁବ ବାହିନୀ ସଂଯୋଜକ ସୁଭଜିତ୍ କୁମାର ଙ୍କ ସହ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP