Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||

06-Apr-2026

ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ- ୨୦୨୬ ପାଳନ,

ଓଡିଶା ଜନ ମତ,ଖଲ୍ଲିକୋଟ, ବିକାଶ କୁମାର ସାହୁ,:--

 ଏହି ଅବସରେ ବିଶ୍ୱବିଦ୍ୟାଳୟ ଠାରେ ଅନୁଷ୍ଠିତ “ଯୁବ ସାରସ୍ୱତ ପ୍ରତିଯୋଗିତା ସମାରୋହ”ରେ ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟ, ଖଲ୍ଲିକୋଟର ୭ଜଣ ଛାତ୍ରଛାତ୍ରୀ ସ୍ୱରଚିତ କବିତା, ଗଳ୍ପ, ପ୍ରବନ୍ଧ ରଚନା କରି ନିଜର ସୃଜନଶୀଳତା ପ୍ରଦର୍ଶିତ କରିଥିଲେ।

ଉକ୍ତ ପ୍ରତିଯୋଗିତାରେ ମହାବିଦ୍ୟାଳୟର ୫ଜଣ ଛାତ୍ରଛାତ୍ରୀ (  ଆଶିଷ ମହାପାତ୍ର, ଆଲିସା ବେହେରା,କିଷାନ ଦାସଗୁପ୍ତା, ପୂର୍ଣ୍ଣିମା ମହାରଣା, ଶୁଭମ ପ୍ରଧାନ  )କୃତିତ୍ୱ ଅର୍ଜନକରି ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ଵାରା “ଯୁବ ଲେଖକ ସମ୍ମାନ”ରେ ସମ୍ମାନୀତ ହେବାକୁ ଯାଉଛନ୍ତି । ତା.୧୧.୦୪.୨୦୨୬ରିଖ ଦିନ ଉକ୍ତ କୃତି ଯୁବ ପ୍ରତିଭାମାନଙ୍କୁ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପଠାରେ ସମ୍ବର୍ଦ୍ଧିତ କରାଯିବ।

News Comment

You Might Also Like

BACK TO TOP