Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||

07-Apr-2026

ନୂଆଗଡ ଗ୍ରାମରେ ଚୋରୀ ଘଟଣା, ୭ ଗିରଫ

ଓଡିଶା ଜନ  ମତ,  ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ନୂଆଗଡ଼ ଗାଁ ରେ ଏକ ବଡ଼ ଧରଣର ଚୋରୀ ମାମଲାର ପର୍ଦ୍ଦାଫାସ କରିଛି ବେଗୁନିଆପଡ଼ା ପୋଲିସ ।ଗତ ୨୦ ମାର୍ଚ୍ଚ ୨୦୨୬ ରେ ନୂଆଗଡ ଗ୍ରାମରେ ଏକ ଘରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ନୂଆଗଡ ଗ୍ରାମର ପ୍ରଭାତ କୁମାର ସ୍ବାଇଁଙ୍କ ଘରୁ ନଗଦ ଟଙ୍କା, ସୁନା ଓ ରୂପା ଅଳଙ୍କାର ଲୁଟି ନେଇଥିଲେ ଦୁବୃର୍ତ୍ତ। ବିଳମ୍ବିତ ରାତିରେ ଘରେ ପଶି ଆଲମିରା ଭାଗିଂ ପ୍ରାୟ ଅଢେଇ ଲକ୍ଷ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟ୍ ନେଇ ବେଗୁନିଆପଡ଼ା ଥାନାରେ ଅଭିଯୋଗ ପରେ ଥାନା ଅଧିକାରୀ ଭଗବାନ ପୂଜାରୀଙ୍କ ତତ୍ବାବଧାନରେ ଚୋରୀ ଘଟଣାର ଛାନଭିନ୍ ଆରମ୍ଭ ହୋଇଥିଲା। ଗତକାଲି ଏହି ଚୋରୀ ମାମଲାରେ ୭ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଗିରଫ ଅଭିଯୁକ୍ତ ମାନେ ହେଲେ ନୂଆଗଡ ଗ୍ରାମର ନାଗା ଓରଫ ସୁଧିର ଜେନା ଓ ରମେଶ ସ୍ବାଇଁ , ଜେ ଛଚିନାର ରାଜୁ ଜେନା, ଭଗବାନ ପରିଡା ଓରଫ କୋରା, ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମର ସରୋଜ କୁମାର ବିଷୋୟୀ ଓରଫ୍ ମୁନା, ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡି ଦେଉଳି ଗ୍ରାମର ସନ୍ତୋଷ କୁମାର ବେହେରା, ଶେରଗଡ଼ ଥାନା ଅନ୍ତର୍ଗତ କୁରୁଳା ଗ୍ରାମର ଟୁକୁନା ବେହେରା ବୋଲି ବେଗୁନିଆପଡ଼ା ଥାନା ପୋଲିସ ପକ୍ଷରୁ ସୂଚନା ମିଳିଛି। ସମସ୍ତ ଅଭିଯୁକ୍ତଙ୍କ ଠାରୁ ମୋବାଇଲ ଫୋନ୍, ୩୦ ହଜାର ନଗଦ ଟଙ୍କା ସହ ୫୩୫ ଗ୍ରାମ ରୂପା ଅଳଙ୍କାର ଜବତ କରିଛି ପୋଲିସ। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

News Comment

You Might Also Like

BACK TO TOP