Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||

07-Apr-2026

 ସ୍ତ୍ରୀକୁ ହତ୍ୟାକରୀ ସ୍ୱାମୀର ଆତ୍ମହତ୍ୟା,

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :--

ବେଲଗୁଣ୍ଠା ଥାନା ତନରଡ଼ା ପଞ୍ଚାୟତ ଅନ୍ତର୍ଗତ  ସରନୁଆଁପଲ୍ଲୀ ଠାରେ  ଏକ ଅଭବନୀୟ ଘଟଣା ଦେଖିବାକୁ ମିଳିଛି। ଗତ ସୋମବାର ବିଳମ୍ବିତ ରାତିରେ ଘରୋଇ କଳହରୁ ପ୍ରଥମେ ସ୍ତ୍ରୀକୁ ହତ୍ୟା କରି ସ୍ୱାମୀ ନିଜେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ଅନୁଯାୟୀ ଜଣାପଡିଛି ଯେ ପ୍ରାୟ ୭ବର୍ଷ ପୂର୍ବେ  ସରନୁଆଁପଲ୍ଲୀ ଗ୍ରାମର ଚିତ୍ରସେନ ନାଇକ  ଓ ତନରଡ଼ା ଗ୍ରାମର ପୂଜା ଦାଶ  ମଧ୍ୟରେ ପ୍ରେମ ବିବାହ ହୋଇଥିଲା। ସେମାନେ ପ୍ରାୟ ୪ବର୍ଷ ଏକାଠି ରହିବା ପରେ ଚିତ୍ରସେନ କୌଣସି କାମଧନ୍ଦା କରୁ ନ ଥିବାରୁ ଉଭୟଙ୍କ ମଧ୍ୟରେ ଅଧିକାଂଶ ସମୟରେ ପାରିବାରିକ କଳହ ଲାଗି ରହୁଥିଲା। ପରବର୍ତ୍ତୀ ସମୟରେ ମଜୁରୀ କlମ କରିବାକୁ ଚିତ୍ରସେନ ଓ ପୁଜା ଭୁବନେଶ୍ୱର ଚାଲିଯାଇଥିଲେ। ରବିବାର ରାତିରେ ପୂଜା ଓ ଚିତ୍ରସେନ ସରନୁଆଁପଲ୍ଲୀ ଗ୍ରାମକୁ ବ୍ୟାଙ୍କ କାମ ଥିବାରୁ ଆସିଥିଲେ। ସୋମବାର ରାତିରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇ ତାହା ଉଗ୍ରରୂପ ନେଇଥିଲା। ଯାହା ଫଳରେ  ପନିକି ରେ ଚିତ୍ରସେନ ପୂଜାକୁ ଆକ୍ରମଣ କରିଥିବା ଜଣାପଡ଼ିଛି।ପୂଜାର ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି।ଆକ୍ରମଣରେ ପୂଜାର ମୃତ୍ୟୁ ପରେ ଚିତ୍ରସେନ ଗ୍ରାମ ଠାରୁ କିଛି ଦୂରରେ ଥିବା ଏକ ଗଛରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ଏହା ପରେ ଗାଁ ଲୋକେ ବେଲଗୁଣ୍ଠା ଥାନା ରେ ଖବର ଦେଇଥିଲେ।ଭଞ୍ଜନଗର ଏସଡିପିଓ ଦୀପକ ମିଶ୍ର ଓ ଥାନା ଅଧିକାରୀ ରେବତୀ ଶବର ଅନ୍ୟ କର୍ମଚାରୀମାନଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ଶବ ଉଦ୍ଧାର କରି ପୁଜା ର ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ପଠାଇଥିବା ବେଳେ ଚିତ୍ରସେନ ର ଶବକୁ ବ୍ୟବଛେଦ ପାଇଁ ଭଞ୍ଜନଗର ଡାକ୍ତରଖାନାକୁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP