Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |

09-Apr-2026

ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ଥାପିତ ହୋଇଥିବା ପାନୀୟ ଜଳ ପ୍ରକଳ୍ପ ଅଚଳ : ପ୍ରବଳ ଖରାରେ ପଥିକ ହନ୍ତସନ୍ତ

ଓଡିଶା ଜନମତ,ବାଲିଗୁଡା, ତା, ୦୯/୦୪,

ସଞ୍ଜୟ କୁମାର ପାଣିଗ୍ରାହୀ:--

 କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ପ୍ରାଣକେନ୍ଦ୍ର କୁହାଯାଉଥିବା ମୁଖ୍ୟ ବଜାର ତଥା ପୁରୁଣା ବସଷ୍ଟାଣ୍ଡ ଅଞ୍ଚଳରେ ପାନୀୟ ଜଳର ସଙ୍କଟ ତୀବ୍ର ହେବାରେ ଲାଗିଛି। ସାଧାରଣ ଲୋକଙ୍କୁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ଥାପିତ ହୋଇଥିବା ପାଣି ଫିଲ୍ଟର ଓ କୁଲର ବ୍ୟବସ୍ଥା ଦୀର୍ଘ ଏକ ବର୍ଷ ହେବ ଅକାମି ହୋଇ ପଡ଼ିରହିଛି। ଫଳରେ ଏହି ପ୍ରଚଣ୍ଡ ରୌଦ୍ରତାପରେ ବାହାରୁ ଆସୁଥିବା ପଥିକ ଓ ସ୍ଥାନୀୟ ବ୍ୟବସାୟୀମାନେ ଜଳକଷ୍ଟ ଭୋଗୁଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ଗତବର୍ଷ ଏହାକୁ ମରାମତି କାରାଯାଇ ଥିବା କହୁଛନ୍ତି ସ୍ଥାନୀୟ ସରପଞ୍ଚ କୁନ୍ଦରୁ ମଳିକ କିନ୍ତୁ ସ୍ଥାନୀୟ ଲୋକେ ପାଖାପାଖି ମରାମତି ହେବାର ପାଞ୍ଚ ଛଅ ଦିନ ପରଠୁ ଆଉ ଚାଲୁନାହିଁ | ବଜାରର ସବୁଠାରୁ ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଜଳ ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ପ୍ରାୟ ବର୍ଷେ ହେବ ଏହା ଖରାପ ହୋଇ ପଡ଼ିଛି। ଦେଖିବାକୁ ମିଳୁଛି ଯେ, ମେସିନ ଥିବା ଗୃହଟି ଏବେ କେବଳ ପୋଷ୍ଟର ମାରିବା ପାଇଁ ବ୍ୟବହାର ହେଉଛି ଏବଂ ସେଥିରେ ତାଲା ପଡ଼ିଛି। ଯେଉଁ ଟ୍ୟାପ୍‌ ଦେଇ ପାଣି ଆସିବା କଥା, ସେଠାରେ ଏବେ ଧୂଳି ଜମିଛି। ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ବଜାର ରେ ରାସ୍ତାଘାଟରେ ଯାତାୟାତ କରୁଥିବା ଲୋକେ ଟୋପେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀମାନେ ବାଧ୍ୟ ହୋଇ ଚଢ଼ା ଦରରେ ପାଣି ବୋତଲ କିଣିବାକୁ ବାଧ୍ୟ ହେଉଛନ୍ତି। ସରକାରୀ ଅର୍ଥରେ ନିର୍ମିତ ଏହି ବ୍ୟବସ୍ଥା ଥାଇ ମଧ୍ୟ କାର୍ଯ୍ୟକ୍ଷମ ନହେବା ସ୍ଥାନୀୟ ପ୍ରଶାସନର ଆନ୍ତରିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି ପାନୀୟ ଜଳ ପ୍ରକଳ୍ପକୁ ତୁରନ୍ତ ମରାମତି କରି କାର୍ଯ୍ୟକ୍ଷମ କରିବା ପାଇଁ ଅଞ୍ଚଳବାସୀ ଓ ପଥିକମାନେ ଜୋରଦାର ଦାବି କରିଛନ୍ତି। ଯଦି ଶୀଘ୍ର ଏହି ସମସ୍ୟାର ସମାଧାନ କରାନଯାଏ, ତେବେ ଆଗାମୀ ଦିନରେ ଖରା ବଢ଼ିଲେ ପରିସ୍ଥିତି ଆହୁରି ଜଟିଳ ହେବାର ସମ୍ଭାବନା ରହିଛି। ସ୍ଥାନୀୟ ସରପଞ୍ଚ ଏବଂ ବ୍ଲକ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ପଦକ୍ଷେପ ଗ୍ରହଣ କରିବାକୁ ଜନସାଧାରଣରେ ନିବେଦନ କରାଯାଇଛି।

News Comment

You Might Also Like

BACK TO TOP