Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |

11-Apr-2026

ଆଦିବାସୀ ଉଚ୍ଚ ମାଧ୍ଯମିକ ବିଦ୍ଯାଳୟରେ +୨ ଅନଲାଇନ  ଓ ଅଫଲାଇନ ମୂଲ୍ଯାୟନ କେନ୍ଦ୍ର

ଓଡିଶା ଜନମତ,ବାଲିଗୁଡା, ତା, ୧୧/୦୪: 

ସଞ୍ଜୟ କୁମାର ପାଣିଗ୍ରାହୀ: -

ପ୍ରଥମ ଥର ନିମନ୍ତେ ଉଚ୍ଚ ମାଧ୍ଯମିକ ଶିକ୍ଷା ପରିଷଦ ଦ୍ୱାରା ଚୟନ ହୋଇ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ଯମିକ ବିଦ୍ଯାଳୟ ପରିସରରେ +୨ ବିଜ୍ଞାନ,ବାଣିଜ୍ଯ ବିଭାଗର ଅନଲାଇନ ମୂଲ୍ଯାୟନ କେନ୍ଦ୍ର ହୋଇଥିବା ବେଳେ ଗତ ତିନି ବର୍ଷ ହେବ ଅଫଲାଇନ ରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍ ଦକ୍ଷତାର ସହ ଜାରି ରହିଛି l  ମହାବିଦ୍ୟାଳୟ ର ଅଧ୍ଯକ୍ଷ ଡ.ବିଭୁତି ଭୁଷଣ ଆଚାର୍ଯ୍ଯ ଉଭୟ ମୂଲ୍ଯାୟନ କେନ୍ଦ୍ର ଜୋନ୍ ସୁପରଭାଇଜର ଭାବେ  କାର୍ଯ୍ଯ ତୁଲାଉଛନ୍ତି l ଆଦିବାସୀ ଅଧୁଷିତ କନ୍ଧମାଳ ଭଳି ପାୱାର ଟାୱାର ଉପରେ ଭରସା ନ ଥିବା ଜିଲ୍ଲା ସଦର ମହକୁମା ଫୁଲବାଣୀ ପରେ ଏହା ଦ୍ୱିତୀୟ ଅନ ଲାଇନ  ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ହୋଇପାରିଛି l ରାଜ୍ଯ ସରକାରଙ୍କ ଗଣ ଶିକ୍ଷା ବିଭାଗର ଏହା ଏକ ସମୟୋଚିତ ଅଭିନବ ପ୍ରୟାସକୁ ବିଭିନ୍ନ ମହଲରୁ ସାଧୁବାଦ ଜଣାଯାଇଛି  l ଏହି ମୂଲ୍ୟାୟନ ର ପ୍ରଥମ ପର୍ଯ୍ଯାୟ ଅପ୍ରେଲ ୨ତାରିଖ ରୁ ଆରମ୍ଭ ହୋଇ ୧୩ ତାରିଖ ରେ ସରିବାକୁ ଥିବା ବେଳେ ଏହାର ଦ୍ୱିତୀୟ ପର୍ଯ୍ଯାୟ ୧୫ ଅପ୍ରେଲରେ ଆରମ୍ଭ ହୋଇ ୨୫ ତାରିଖରେ ଶେଷ ହେବ ବୋଲି ମହାବିଦ୍ୟାଳୟ ପକ୍ଷରୁ କୁହାଯାଇଛି l

News Comment

You Might Also Like

BACK TO TOP