Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |

12-Apr-2026

*ଗୋଳନ୍ଥରା ଥାନା ପଞ୍ଚମା ଅଞ୍ଚଳରେ ପାନ ବ୍ୟବସାୟୀ କୁ ନିର୍ମମ ହତ୍ୟା।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, :--

 ବ୍ରହ୍ମପୁର ଉପକଣ୍ଠ ଗୋଳନ୍ଥରା ଥାନା ଅନ୍ତର୍ଗତ ପଞ୍ଚମା ଗ୍ରାମ ନିକଟସ୍ଥ ଏକ ତୋଟା ରେ ଜଣେ ବ୍ଯକ୍ତିଙ୍କୁ ଖଣ୍ଡାରେ ହାଣି ଅତି ବିଭତ୍ସ ଭାବେ ହତ୍ଯା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ପାନ ବ୍ୟବସାୟୀ ଏକାଦଶି ନାୟକ। ସେ ନିଜ ପାନ ବାଡ଼କୁ ଯାଇଥିବା ବେଳେ ସଂଘବଦ୍ଧ ଆକ୍ରମଣ କରି ହତ୍ୟା କରାଯାଇଛି ଓ  ଘଟଣା ସ୍ଥଳ ରୁ ଅଭିଯୁକ୍ତ ମାନେ ଚମ୍ପଟ ମାରିଥିବା ବେଳେ ଖବର ପାଇ ପୋଲିସ ଘଟଣା ସ୍ଥଳ ରେ ପହଞ୍ଚି ଥିବା ଜଣା ପଡିଛି। ଖବର ପାଇ ବ୍ରହ୍ମପୁର ଏସପି ଙ୍କ ନେତୃତ୍ୱରେ ପୋଲିସ ସାଇଣ୍ଟିଫିକ୍ ଟିମ ଓ ସନ୍ଧାନି କୁକୁର ଜରିଆରେ ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି।ଶବ ନିକଟରେ ସତାଧିକ ଗ୍ରାମ ବାସି ମେଳି ବାନ୍ଧି ବସିଛନ୍ତି। ହତ୍ୟା ର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାର ଗୁରୁତ୍ୱକୁ ନେଇ ଛାନଭିନ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP