Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||

12-Apr-2026

ବେଲଘର ବନାଞ୍ଚଳ ରେ ପୁଣି ହାତୀ ଆତଙ୍କ : ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଓଡିଶା ଜନମତ,ବାଲିଗୁଡା, ତା, ୧୨/୦୪:

ସଞ୍ଜୟ କୁମାର ପାଣିଗ୍ରାହୀ): ---

କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ଅଧୂନସ୍ତ ବେଲଘର ବନାଞ୍ଚଳର ଝିରିପାଣି ସେକ୍ସନରେ କିଛିଦିନ ବ୍ୟବଧାନରେ ପୁଣି ଦେଖୁବାକୁ ମିଳିଛି ଗଜରାଜ ଙ୍କ ଆତଙ୍କ । ଘଟଣାରୁ ପ୍ରକାଶ ଯେ,  ମେରଦୀକୂପା ଗ୍ରାମର ଜଣେ ବ୍ୟକ୍ତି ତରୁଣ ପାତ୍ର (୩୭) ଶନିବାର ଏକ ବ୍ୟକ୍ତିଗତ କାର୍ଯ୍ୟ ରେ କାଉଁଗୁଡା ଗ୍ରାମକୁ ଆସିଥିଲେ ସମୟ ପ୍ରାୟ ସନ୍ଧ୍ୟା ୭ଘଣ୍ଟା ହୋଇଥିଲା । ମେରଦୀକୂପ ଠାରୁ କାଉଁଗୁଡା ନିଜ ଶଶୁର ଘରକୁ ଆସୁଥିବା ସମୟରେ ଝିରିପାଣି ପଞ୍ଚାୟତର କୀଡଙ୍ଗା ଗ୍ରାମ ଏକ ପୋଲ ପାଖରେ ହଠାତ ହାତୀ ସହ ମୁହାଁ ମୁହିଁ ହୋଇଥିଲେ ତରୁଣ I ହଠାତ ହାତୀ ପଲ ଦେଖି ନିଜ ସୁରକ୍ଷା ନିମନ୍ତେ କୌଣସି ଉପାୟ ପାଇନଥିଲେ I ହାତୀ ଟି  ତରୁଣ ଙ୍କ ପାଖକୁ ଆସି ତରୁଣ ଏବଂ ତାଙ୍କ ମଟର ସାଇକେଲ କୁ କଚାଡି ଦେଇ ପ୍ରବଳ ମାତ୍ରାରେ ଗଜରାଜ ଦେଇଥିଲେ ଗର୍ଜନ । ଗୁରୁତର ଆହତ ତରୁଣ ହାତୀର ଗର୍ଜନ ଶୁଣି ଜୀବନ ବିକଳରେ ଘୁଷୁଡ଼ି ଘୁଷୁଡ଼ି ଏକ ପୋଲ ତଳକୁ ଯାଇ କିଛି ସମୟ ଆତ୍ମ ଗୋପନ କରିଥିଲେ କିଛି ସମୟ ପରେ ତରୁଣ ନିଜ ସ୍ତ୍ରୀ ଙ୍କୁ ଫୋନ୍ ମାଧ୍ଯମରେ ଘଟଣା ସମ୍ପର୍କ ରେ କହିଥିଲେ । କାଉଁଗୁଡା ଗ୍ରାମବାସୀ ଏବଂ ତରୁଣ ଙ୍କ ସ୍ତ୍ରୀ ମିଶି ତରୁଣ ଙ୍କ ପାଖରେ ପହଞ୍ଚିଥିଲେ । ଗ୍ରାମବାସୀ ଙ୍କୁ ଦେଖି ହାତୀପଲ ଜଙ୍ଗଲ ଭିତ ଭିତରକୁ ଚାଲିଯାଇଥିଲେ । ଏହା ପରେ ପୋଲ ତଳୁ ଗୁରୁତର ଆହତ ତରୁଣ ଙ୍କୁ ଉଦ୍ଧାର କରି ତୁମୁଡିବନ୍ଧ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରିଥିଲେ ପରିବାର ଲୋକେ । ବର୍ତମାନ ତରୁଣ ତୁମୁଡିବନ୍ଧ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଥ‌ିବା ବଳେ ତାଙ୍କର ବାମପଖ ଛାତି, ପିଠି, ଗୋଡ଼, ହାତ ର ଆଘାତ ହୋଇଥିବା ହେତୁ ନିଶ୍ବାସ ପ୍ରଶ୍ବାସ ଏବଂ କଥା କହିବାରେ କଷ୍ଟ ହେଉଥିବା ବିଷୟ ପରିବାର ଲୋକେ କହିଛନ୍ତି । ହେଲେ ଏଠି ପ୍ରଶ୍ନ ଉଠୁଛି ଯେ, ବିଗତ ଦିନରେ ଝିରିପାଣି ଅଞ୍ଚଳରେ ଦୁଇ ଦୁଇ ଟି ହାତୀର ମୃତ୍ୟୁ ହୋଇଥିଲେ ମଧ୍ୟ ବନବିଭାଗ ର ବର୍ତମାନ ସୁଦ୍ଧା ଖାମଖୁଆଲ ନୀତି ଚାଲିଛି ବୋଲି ଝିରିପାଣି ଗ୍ରାମବାସୀ କହିଛନ୍ତି । ଏବେ ସେହି ଜଙ୍ଗଲରେ କେତୋଟି ହାତୀ ଅଛି ହାତୀ ର ଗତିପଥ କେଉଁଆଡେ ଅଛି ତାହାର ଖବର ବନବିଭାଗ ପାଖରେ ନଥୁବା ଘୋର ପରିତାପର  ବିଷୟ ପାଲଟିଛି । ଯଦି ଆଗାମୀ ଦିନରେ ହାତୀ ଗତିପଥ ଏବଂ ଯଦି ହାତୀ ଗାଁ ମୁହାଁ ହେଉଛି ଡାକବାଜି ଯନ୍ତ୍ର ସାହାଯ୍ୟରେ ଗ୍ରାମବାସୀଙ୍କୁ ସୂଚନା ଦିଆଯାଏ ନ ଯାଏ ତେବେ ଗ୍ରାମବାସୀ ଙ୍କର ଯାହା କିଛି ଅଘଟଣ ଘଟିବ,  ସେଥିପାଇଁ ବନବିଭାଗ ସମ୍ପୂର୍ଣ୍ଣ ଦାୟୀ ରହିବେ ବୋଲି ଗ୍ରାମବାସୀ ମାନେ ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP