Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |

12-Apr-2026

ମାତୃଭାଷା ର ଐତିହ୍ୟ ସମ୍ପର୍କରେ ପାଠଚକ୍ର  

 ଓଡିଶା ଜନ ମତ , କୋଦଳା ,ତା-୧୨/୦୪/୨୦୨୬,

ସୂର୍ଯ୍ୟ ନାରାୟଣ  ବଡୁ,

 ରବିବାର ଦିନ କୋଦଳା  ଲକ୍ଷ୍ମୀନାରାୟଣ
ସ୍ନାତକ ମହାବିଦ୍ୟାଳୟ ପରିସରରେ ଓଡ଼ିଆ ପକ୍ଷ ଉପଲକ୍ଷେ  ଅଧ୍ୟକ୍ଷ ଶ୍ରୀ ରଘୁନାଥ ମୁଦୁଲି  ଙ୍କ ସଭାପତିତ୍ବରେ ଏବଂ ସଂଯୋଜିକା ଶ୍ରୀମତୀ ରଂଜୁବାଳା ନନ୍ଦ  ଙ୍କ ତତ୍ତ୍ଵାବଧାନରେ ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ରେ ମାତୃଭାଷା ର ଐତିହ୍ୟ ସମ୍ପର୍କରେ ଏକ ପାଠଚକ୍ର ଆୟୋଜନ କରାଯାଇଥିଲ୲ ୲ଏଥିରେ  ତାରାତାରିଣୀ ସ୍ନାତକ ମହାବିଦ୍ୟାଳୟ ର ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ ସୁରେନ୍ଦ୍ରନାଥ ପଣ୍ଡା ସାଧନା କର୍ମୀ ଭାବେ ଯୋଗଦେଇ ମାତୃଭାଷା ଓ ଉତ୍କଳ ଭୂଖଣ୍ଡ   ର ଐତିହ୍ୟ  ସମ୍ପର୍କରେ ଆଲୋଚନା କରିଥିଲେ୲୲ ଏଥିରେ ବିଭିନ୍ନ ବିଭାଗର ଅଧ୍ୟାପକ,ଅଧ୍ୟାପିକା ,ଅଣ ଶିକ୍ଷକ କର୍ମଚାରୀ , ଓ  ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଏ ସମସ୍ତଙ୍କର ମିଳିତ ସହଯୋଗରେ କାର୍ଯ୍ୟକ୍ରମ ଟି ସାଫଲ୍ଯ ମଣ୍ଡିତ  ହୋଇଥିଲା ୲ ପରିଶେଷରେ ଗଣିତ ବିଭାଗର ବିଭାଗୀୟ ମୁଖ୍ୟ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ୲

News Comment

You Might Also Like

BACK TO TOP