Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |

14-Apr-2026

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ଓଡିଶା ଜନମତ,ବାଲିଗୁଡା,ତା, ୧୪/୦୪,

ସଞ୍ଜୟ କୁମାର ପାଣିଗ୍ରାହୀ : --

କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂତନ ବର୍ଷ ମହାସମାରୋହରେ ପାଳିତ ହୋଇଯାଇଛି । ସଦର ମହକୁମା ମା ` ପାଟଖଣ୍ଡା ମନ୍ଦିର ପରିସରରେ ଥିବା, ରାମେଶ୍ୱର ମନ୍ଦିର ନିକଟରେ, ଏବଂ ସବ ଜେଲ ନିକଟରେ ଥିବା ହନୁମାନ ମନ୍ଦିର ଠାରେ ସକାଳୁ ସକାଳୁ ରୀତିନୀତି ଅନୁଯାୟୀ ପୂଜାପାଠ, ହୋମଯଜ୍ଞ ୧୦୮ ହନୁମାନ ଚାଳିସା ପାଠ କରିବା ସହ ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କ ଦ୍ୱାରା ହନୁମାନ ଚାଳିସା ବହି ବଣ୍ଟନ କରାଯାଇଥିଲା। ବିଭିନ୍ନ ମନ୍ଦିର ପରିଚାଳନା କମିଟି, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କ ତରଫରୁ  ପଣା ଭୋଗ ଲାଗି କରିବା ପରେ ଲୋକଙ୍କୁ ବଣ୍ଟନ କରିଥିଲେ ଓ ମଧ୍ୟାହ୍ନ ରେ ଅର୍ଣ୍ଣ ବଣ୍ଟନ କରିଥିଲେ । ସେହିପରି ଗ୍ରାମରେ ଥିବା ସମସ୍ତ ହନୁମାନ ମନ୍ଦିର ବ୍ୟତୀତ ଶିବମନ୍ଦିର, ଜଗନ୍ନାଥ ମନ୍ଦିର, ପାଟଖଣ୍ଡା ମନ୍ଦିର, ଦୁର୍ଗା ମନ୍ଦିର ସମେତ ସମସ୍ତ ଦେବାଦେବୀ ପୀଠରେ ସ୍ବତନ୍ତ ଉତ୍ସବ ସାଙ୍ଗକୁ ରୀତିନୀତି ଅନୁଯାୟୀ ପୂଜା ପାଠ କରାଯାଇଛି। ଭକ୍ତ ମାନେ ସମସ୍ତ ଦେବାଦେବୀ ଦର୍ଶନ କରିଥିଲେ । ଏହି ଅବସରରେ ସମସ୍ତ ଦାଣ୍ଡ ଅଗଣାରେ ଓଡ଼ିଆ ନବବର୍ଷ କୁ ସ୍ୱାଗତ କରିଥିଲେ। ଶ୍ରୀଜଗନ୍ନାଥ ମନ୍ଦିରରେ ନୂତନ ପଞ୍ଜିକା କୁ ପୂଜାକରି ପଠନ କରିଥିଲେ। ସେହି ପାଞ୍ଜି ଆଜିଠାରୁ ଶୁଭାରମ୍ଭ କରାଯାଇଛି। ସକାଳେ ଓ ସନ୍ଧ୍ୟାରେ ବିଭିନ୍ନ ମନ୍ଦିର ରେ ଭକ୍ତଙ୍କ ଗହଳ ଚହଳ ଲାଗି ରହିଥିଲା l

News Comment

You Might Also Like

BACK TO TOP