Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଗଜପତି ଜିଲ୍ଲା ରେ ନଅ କୋଟି ଟଙ୍କାର ଗଞ୍ଜେଉ ଗଛ କୁ ପୋଡି ନଷ୍ଟ କଲା ପୋଲିସ ଫୋର୍ସ |

27-Nov-2024

ଗଜପତି ପୋଲିସ ଦ୍ୱାରା ନଅ କୋଟିଟଙ୍କାର ଗଞ୍ଜେଇ ଗଛ ନଷ୍ଟ  |

              ଓଡିଶା ଜନମତ   ବ୍ୟୁରୋ,

କନ୍ଧମାଳ ଜିଲ୍ଲା ପରେ ପୁଣି ଗଜପତି ଜିଲ୍ଲାରେ  କୋଟି କୋଟି ଟଙ୍କାର ଗଞ୍ଜେଇ ଗଛ କୁ ନଷ୍ଟ କରିଛି  ଗଜପତି ପୋଲିସ ଫୋର୍ସ  | ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶ ରେ ଅପରେସନ ଗ୍ରୀନ କ୍ଲିନ୍‌ । ଅଡ଼ବା ଥାନା ଅନ୍ତ ର୍ଗତ ଗୁଲୁବା ଓ ଅନ୍ତରବା ପଞ୍ଚାୟତ ରେ ଥିବା ହାଚିପଙ୍କା ଓ କଣ୍ଟାପଦର ଗାଁ ନିକଟସ୍ଥ ଜଙ୍ଗଲ ଜମିରେ ବେଆଇନ ଗଞ୍ଜେଇ ଚାଷ ହୋଇଥିବା ବିଶେଷ ସୂତ୍ରରୁ ଗଜପତି ପୋଲିସ ଖବର ପାଇ ଥିଲା। ଏହାକୁ ନେଇ ବୁଧବାର ମୋହନା ଥାନା ଅଧିକାରୀଙ୍କ ନେତୃତ୍ୱରେ ଅଡବା ଥାନା ଅଧିକାରୀଙ୍କ ସହ ୭ ପ୍ଲାଟୁନ୍‌ ପୋଲିସ ଫୋର୍ସ, ଅବକାରୀ ବିଭାଗ ଓ ରାଜସ୍ବ ବିଭାଗ ପକ୍ଷରୁ ଉକ୍ତ ଜଙ୍ଗଲରେ ମିଳିତ ଚଢ଼ାଉ କରାଯାଇଥିଲା। ଚଢାଉରେ ୪୫ ଏକର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ପ୍ରାୟ ୯୦,୦୦୦ ହଜାର ଗଞ୍ଜେଇ ଗଛ ନଷ୍ଟ କରାଯାଇ ଥିବା ବେଳେ ଏହାର ଆନୁମାନିକ ବଜାର ଦର ୯ କୋଟି ଟଙ୍କା ହେବ ବୋଲି ଗଜପତି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

News Comment

You Might Also Like

BACK TO TOP