Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |

15-Apr-2026

ପୁର୍ବ ଶତ୍ରୁତାକୁ ନେଇ ଯୁବକ କୁ ନିର୍ମମ ହତ୍ୟା।

ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ |;---

ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଅନ୍ତର୍ଗତ ଭେଟନଇ ଗ୍ରାମ ମୁଖ୍ୟ ରାସ୍ତାରେ ଶିବ ନାହାକ ନାମକ ଜଣେ ସୁରଥ ଫେରନ୍ତା ଯୁବକ କୁ ଛୁରୀ ଭୁଷି ହତ୍ୟା କରାଯାଇଛି। ମୃତ ଶିବ ଗତ ଦୁଇ ଦିନ ପୂର୍ବରୁ ଦଣ୍ଡ ଯାତ୍ରା ପାଇଁ ଗାଁ କୁ ଆସିଥିଲେ ଓ ଗତକାଲି ଅପରାହ୍ନରେ ଏକ ମଦ ଦୋକାନ ନିକଟରେ ଗାଁ ର ଧନୁ ମହାନ୍ତି ସହ ପାଟିତୁଣ୍ଡ ହୋଇଥିଲା। ଉତ୍ତେଜିତ ଧନୁ ଏକ ଛୁରୀ ରେ ଶିବକୁ ଭୁଷି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲା। ଗାଁ ଲୋକେ ଶିବକୁ ସ୍କୁଟି ଯୋଗେ ଆସ୍କା ଡାକ୍ତରଖାନା ନେଇ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଆସ୍କା ଏସଡିପିଓ ସନ୍ତୋଷ କୁମାର ଜେନା ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ଧନୁ କୁ ଉଠାଇ ଆଣି ଥାନାରେ ଅଟକ ରଖି ପଚରାଉଚରା କରୁଛନ୍ତି ଓ ଘଟଣାସ୍ଥଳରୁ ଛୁରୀ ଜବତ କରିଛନ୍ତି।

News Comment

You Might Also Like

BACK TO TOP