Breaking News

ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||     

କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |

15-Apr-2026

ଗଛକୁ ଧକ୍କା ଦେଇ ମୋଟରସାଇକେଲ ଚାଳକ ମୃତ।

 ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :-

ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଅନ୍ତର୍ଗତ କନ୍ଧପଲୀ ନିକଟରେ ଗଛକୁ ଧକ୍କା ଦେଇ ମୋଟରସାଇକେଲ ଚାଳକ ସିଦ୍ଧାର୍ଥ ନାୟକ ନାମକ ଜଣେ ଯୁବକ ର ମୃତ୍ୟୁ ଘଟିଛି। ଯୁବକ ଜଣକ ବୁଗୁଡ଼ା ଥାନା ଅର୍ନ୍ତଗତ ତାକରଡା ଗ୍ରାମର ଓ ସେ ନିଜ ଭିଣୋଇ ଙ୍କ ବାବନପୁର ଗ୍ରାମରୁ ନିଜ ଗାଁ କୁ ଫେରୁଥିବା ବେଳେ ରାସ୍ତାରେ ଭାରସାମ୍ୟ ହରାଇ ଗୋଟିଏ ଗଛକୁ ଧକ୍କା ଦେଇଥିଲା ଓ ତାର ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ କିଛି ଲୋକ ତାଙ୍କୁ ଉଦ୍ଧାର କରି ବୁଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP