Breaking News

ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||     

ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |

16-Apr-2026

ଚୋରି କରିବାକୁ ଆସି ବୃଦ୍ଧାଙ୍କୁ ଆକ୍ରମଣ। ଅଭିଯୁକ୍ତ ଫେରାର

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ତା.୧୬/୦୪/୨୬:-  

ଗଞ୍ଜାମ ଜିଲ୍ଲା ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଜଣେ ୬୦ ବର୍ଷ ବୃଦ୍ଧାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି। ଆହତ ବୃଦ୍ଧା ଜଣକ ହେଲେ ସେହି ଗ୍ରାମର ମନୋରମା ପାତ୍ର। ଉକ୍ତ ବୃଦ୍ଧା ଜଣକ ଘରେ ଏକୁଟିଆ ରହୁଥିବା ବେଳେ ପାଟିଗଡ଼ ଗ୍ରାମର ସଚିନ୍ଦ୍ର ଗୌଡ଼ ଅଧରାତିରେ ଚୋରୀ କରିବା ପାଇଁ ଆସି ମନୋରମାଙ୍କୁ ଆକ୍ରମଣ କରିଥିଲା। ଗୁରୁବାର ସକାଳୁ ବୃଦ୍ଧା ଜଣକ ଆହତ ଅବସ୍ଥା ରେ ପଡ଼ିଥିବା ଦେଖି ଗ୍ରାମବାସୀ ପୋଲସରା ପୁଲିସ କୁ ଖବର ଦେଇ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଛନ୍ତି। ପରେ ଗୁରୁତର ମନୋରମା ଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଆକ୍ରମଣ ରେ ବୃଦ୍ଧା ଙ୍କ ୪ ଟି ଦାନ୍ତ ଭାଙ୍ଗିଥିବା ବେଳେ ଛାତି ଓ ମୁଁହ ରେ ଗଭୀର ଆଘାତ ଲାଗିଛି। ଏହାକୁ ନେଇ ବୃଦ୍ଧାଙ୍କ ପୁତ୍ର ଫକୀର ପାତ୍ର ପୋଲସରା ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଆଧାର କରି ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ଅଭିଯୁକ୍ତ ଫେରାର ହୋଇଯାଇଥିବା ଯୋଗୁଁ ତାକୁ ଉକ୍ତ ପାଠ ଲେଖି ପଠାଯିବା ସୁଦ୍ଧା ପୋଲିସ ଗିରଫ କରିବାରେ ସଫଳ ହୋଇପାରି ନାହିଁ।

News Comment

You Might Also Like

BACK TO TOP