Breaking News

ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||     

ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |

16-Apr-2026

ନାବାଳିକାକୁ ଅସଦାଚରଣ ଅଭିଯୋଗ ରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ। 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର  ଚୌଧୁରୀ  :--

ଆସ୍କା ବସଷ୍ଟାଣ୍ଡରୁ କୋଦଳା ଅଭିମୁଖେ ଯାଉଥିବା ଏକ ମିନି ବସ୍ ରେ ଜନୈକା ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ ରେ ଅବସରପ୍ରାପ୍ତ ଅଧ୍ୟାପକ ପ୍ରମୋଦ କୁମାର ରଥ ଗିରଫ ହୋଇ ଜେଲ୍ ଯାଇଛନ୍ତି। ପ୍ରକାଶ ଥାଉକି ଅଧ୍ୟାପକ ଜଣକ କୋଦଳା ଶୁଣ୍ଢି ସାହିର ଓ ସେ ଉକ୍ତ ବସ୍ ରେ ଗାଁ କୁ ଯିବା ବେଳେ ପାଖ ସିଟ୍ ରେ ବସିଥିବା ନାବାଳିକା କୁ ଅସାଧାରଣ କରିଥିବା ପୀଡ଼ିତା ଓ ତାଙ୍କ ପିତା ପୋଲିସ ନିକଟରେ ଅଭିଯୋଗ କରିଥିଲେ। ପୋଲିସ ଉଭୟ ବାପା ଝିଅ କୁ ଥାନା ରେ ପଚରାଉଚରା କରିବା ପରେ ଅଭିଯୁକ୍ତ ଅଧ୍ୟାପକ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP