Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ପୋଲିସ ପେଟ୍ରୋଲିଙ୍ଗ ସମୟ ରେ କାଠ ପଟା ବୋଝେଇ ମିନିଟ୍ରକ ଜବତ, ତିନି ଗିରଫ |

17-Apr-2026

ପୋଲିସ ପାଟ୍ରୋଲିଂ ବେଳେ କାଠ ପଟା ବୋଝେଇ ମିନି ଟ୍ରକ ଜବତ : ୩ ଜଣ ଗିରଫ

ଓଡିଶା ଜନମତ,ବାଲିଗୁଡା, ତା, ୧୭/୦୪,

ସଞ୍ଜୟ କୁମାର ପାଣିଗ୍ରାହୀ): --

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଧିକାରୀ ଆଶୁତୋଷ ଜେନାଙ୍କ ସହ ପୋଲିସ ଦଳ ଦାରିଙ୍ଗିବାଡ଼ି ଛକରେ ପେଟ୍ରୋଲିଂ ବେଳେ କାଠ ପଟା ବୋଝେଇ ମିନି ଟ୍ରକ ଜବତ କରି ଜଙ୍ଗଲ ବିଭାଗକୁ ହସ୍ତାନ୍ତର  କରିଥିଲେ। ପରେ ଏହାକୁ କ.ନୂଆଗାଁ ବନାଞ୍ଚଳ ପକ୍ଷରୁ ବନାଞ୍ଚଳ ଅଧିକାରୀ ରମାକାନ୍ତି କହଁରଙ୍କ ନେତୃତ୍ୱରେ କ.ନୂଆଗାଁ ବନପାଳ ଶୁଶାନ୍ତ କୁମାର ବୈଶାଖୀ ଉକ୍ତ ପଟା ବୋଝେଇ ୨୦୭ ପିକଅପ ଗାଡି ନଂ.ଓଡ଼ି ୦୨ ସିପି ୭୬୨୭ ମିନି ଟ୍ରକକୁ ନିଜ ଅଧୀନକୁ ଆଣିଥିଲେ। ଉକ୍ତ ମିନି ଟ୍ରକକୁ ଯାଞ୍ଚ କରି ଶାଳ ପଟା ୧୫ ଟି, ପିଆଶାଳ ପଟା ୨୫ ଟି ଓ ଶାଳ ସାଇଜ ୪୪ ଟି ମୋଟ ୮୪ ଟି କାଠ ପଟା ଜବତ କରିବା ସହିତ ବେଆଇନ କାଠ ପଟା ପରିବହନ କରୁଥିବା ଡ୍ରାଇଭର ରାଇକିଆ ଥାନା ଅନ୍ତର୍ଗତ ସୁଗଡ ବାଡ଼ିର ବିପିନ ପ୍ରଧାନ (୩୪) ଓ ଚୋରା ଚାଲାଣ କରୁଥିବା କାଠ ମାଫିଆ ରାଇକିଆ ଥାନା ସୁଗଡବାଡିର ଚିକୁନୁ ନାୟକ (୪୩) ଏବଂ ପେଟାମାହାର ଦୀପକ କୁମାର ନାୟକ (୫୦) ତିନି ଜଣଙ୍କୁ ଗିରଫ କରିଥିଲେ। ଏହାକୁ ନେଇ ବନାଞ୍ଚଳ କେସ ନଂ ଓଆର ୦୩/୨୬ ପ୍ରକାରେ ଏକ ମକଦ୍ଦମା ଋଜୁ କରିବା ସହିତ ଓଡ଼ିଶା ଜଙ୍ଗଲ ଅଧୂନୀୟମ ୧୯୭୨ ର ୫୬ ଧାରା ଓ ୧୯୮୦ ର ଓଟି ଏବଂ ଓଏଫପିଟି ୪,୧୨,୧୪ ପ୍ରକାରେ କୋର୍ଟ ଚାଲାଣ କରାଯାଇଛି।ଏହି ମିନି ଟ୍ରକଟି ପଟା ବୋଝେଇ କରି କୋଟଗଡ଼ ବନାଞ୍ଚଳରୁ ରାଇକିଆ ନେଉଥ‌ିବା ବେଳେ ଚାଲାଣକାରିଙ୍କ ଠାରୁ ୧୯୮୦୦ ନଗଦ ଟଙ୍କା ଜବତ କରିଛି।ଏହି ପଟା ଜବତ କାର୍ଯ୍ୟରେ ବନପାଳ ସନ୍ତୋଷ କୁମାର ସେନାପତି, ବନରକ୍ଷୀ ସୁଜାତା ସାହୁ, ମନୋଜ କୁମାର ପ୍ରଧାନ,ମହେଶ ପ୍ରଧାନ ସମେତ ବନ ସୁରକ୍ଷା ସଦସ୍ୟ ଓ ଅନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP