Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

କନ୍ଧମାଳ ଜିଲ୍ଲା ପାଳ ଦାରିଙ୍ଗି ବାଡ଼ି ବ୍ଳକର ବିଭିନ୍ନ ଦୁର୍ଗମ ଅଞ୍ଚଳର ପ୍ରକଳ୍ପ ତଦାରଖା କଲେ |

18-Apr-2026

ଦାରିଙ୍ଗବାଡ଼ି ବ୍ଲକ ର ଦୁର୍ଗମ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ତଦାରଖ କଲେ କନ୍ଧମାଳ ଜିଲ୍ଲାପାଳ

ଓଡିଶା ଜନମତ,ବାଲିଗୁଡା, ତା, ୧୭/୦୪,

ସଞ୍ଜୟ କୁମାର ପାଣିଗ୍ରାହୀ  :---

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ବିଭିନ୍ନ ଦୁର୍ଗମ ତଥା ଅପହଞ୍ଚ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ । ସରକାରୀ ଯୋଜନାର ସୁଫଳ ରୂପାୟନ ଯେପରି ଶେଷ ସୀମାରେ ଥିବା ଲୋକଙ୍କ ପାଖରେ ପହଞ୍ଚିପାରିବ, ସେଥିପାଇଁ ଜିଲ୍ଲାପାଳ ନିଜେ ବିଭିନ୍ନ ପଞ୍ଚାୟତ ପରିଦର୍ଶନ କରି କାର୍ଯ୍ୟର ମାନ ଓ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ସକାଳୁ ତାଜୁଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ କଲିଙ୍ଗିରେ ପହଞ୍ଚି ସେଠିକାର ବିଭିନ୍ନ ସମସ୍ୟା ବିଷୟରେ ବୁଝିବା ସହ କଣ କଣ ସବୁ କାମ ହେବ ସେ ନେଇ ଦାରିଙ୍ଗବାଡ଼ି ବିଡ଼ିଓ ପ୍ରୀତିରଞ୍ଜନ ରଥ ଙ୍କୁ ନିର୍ଦେଶ ଦେଇଥିଲେ। ଏହା ପରେ ଭ୍ରମରବାଡ଼ି ଅଙ୍ଗନବାଡ଼ି ଗୃହ କାର୍ଯ୍ୟ,ରିଣ୍ଡାବାଲି ଜଳ ପ୍ରପାତ କାର୍ଯ୍ୟ ଦେଖିବା ସହ କିଭଳି ଅଧିକ ସୌନ୍ଦର୍ଯ୍ୟ କରାଯିବ ସେନେଇ ଆଲୋଚନା କରିଥିଲେ , ବାଡାବାଙ୍ଗା ଗ୍ରାମ ପଞ୍ଚାୟତ ଭବନ , ଡାଡାକେତା ବନ ସଂରକ୍ଷଣ ସମିତି କୋଠା ଆଦି କାର୍ଯ୍ୟ ବୁଲି ଦେଖିବା ସହ ଦାରିଙ୍ଗବାଡି ର ମଲ୍ଟି ଭିଲେଜ ସ୍କିମ ଅନ୍ତର୍ଭୁକ୍ତ ବିଭିନ୍ନ କାର୍ଯ୍ୟ ଓ ପାଟା ସ୍କୁଲ ର ଅତିରିକ୍ତ ଶ୍ରେଣୀ ଗୃହ କାର୍ଯ୍ୟ ଦେଖିଥିଲେ । ଶେଷରେ ଦାରିଙ୍ଗବାଡି ର ସନ୍‌ସେଟ୍ ପଏଣ୍ଟରେ ପହଞ୍ଚି କାର୍ଯ୍ୟର ତଦାରଖ କରିଥିଲେ । ଜିଲ୍ଲାପାଳ ଙ୍କ ଗସ୍ତ ସମୟରେ ବିଡିଓ ପ୍ରୀତି ରଞ୍ଜନ ରଥ, ସହକାରୀ ର୍ନିବାହୀ ଯନ୍ତ୍ରୀ ସଞ୍ଜୟ ରଥ, କନିଷ୍ଠ ଯନ୍ତ୍ରୀ ମନୋଜ ପୃଷ୍ଟି ପ୍ରମୁଖ ଉପସ୍ଥିତି ଥିଲେ ।

News Comment

You Might Also Like

BACK TO TOP