Breaking News

ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||     

କାର ଧକ୍କାରେ ମହିଳା ମୃତ |

21-Apr-2026

କାର୍ ଧକ୍କାରେ ମହିଳା ମୃତ, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବେଲଗୁଣ୍ଠା ବ୍ଳକ୍ ଗଙ୍ଗପୁର ଥାନା ଅନ୍ତର୍ଗତ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ ଜଣାପଡିଛି ଯେ ଜନୈକ ସରକାରୀ କର୍ମଚାରୀ ନିଜ କାର ଯୋଗେ ଆସିକl ରୁ ରାତ୍ର ଆଠ ଘଣ୍ଟ ସମୟରେ ଭଞ୍ଜନଗର ଅଭିମୁଖେ ଯାଉଥିବା ବେଳେ ଇନ୍ଦନପୁର ଗ୍ରାମର ଇଲ୍ଲାସ ସ୍ୱାଇଁ ନାମକ ଜଣେ ମହିଳା ରାସ୍ତା ପାର  କାର ସମ୍ମୁଖକୁ ଚାଲି ଆସିଥିଲେ। ଯାହା ଫଳରେ ମହିଳା ଜଣଙ୍କ କାର ଧକ୍କାରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ I କାର ଚାଳକ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ମହିଳାଙ୍କୁ ଉଦ୍ଧାର କରି ପ୍ରଥମେ ଗୋବରା ଗୋଷ୍ଠୀ ସ୍ୱାସ୍ଥୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭଞ୍ଜନଗର ମେଡ଼ିକାଲ କୁ ସ୍ଥାନାନ୍ତର କରାଯାଇଥିଲା I ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଇଲାସ ଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି ଓ ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP